ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା … Read More

୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୧୮ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୧୪୫ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୭ ଜଣ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ଆଜିର କର୍ମକ୍ଷେତ୍ରରେ ପରିସ୍ଥିତିବଶତଃ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି । କୌଣସି ବିବାଦୀୟ ଘଟଣାରେ ମୁଣ୍ଡ ନ ପୂରାଇବା ଭଲ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ । ଚାଷୀ- ଚାଷରେ ଉନ୍ନତି ପାଇଁ … Read More

ଅମୃତସର ଠାରେ ଆୟୋଜିତ ଜାତୀୟ କାର୍ଯ୍ୟକ୍ରମରେ ସମ୍ ଫିଜିଓଥେରାପିଷ୍ଟ ସମ୍ମାନିତ

ଭୁବନେଶ୍ୱର, (ଓଡିଶା ଟାଇମ୍): ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଫିଜିଓଥେରାପି ବିଭାଗର ମୁଖ୍ୟ ଡାକ୍ତର ସ୍ଥିତିପ୍ରଜ୍ଞା ଦଳବେହେରାଙ୍କୁ “ଦ ଫିଜିଓ ଲିଜେଣ୍ଡ ଆୱାର୍ଡ – ସିକନ୍ଦର ଅଫ୍ ଫିଜିଓ” ସମ୍ମାନରେ ସମ୍ମାନିତ କରାଯାଇଛି । ସ୍ପୋର୍ଟସ କନେକ୍ଟ … Read More

ଇଣ୍ଡୋନେସିଆରେ ଭୂକମ୍ପ ଅନୁଭୂତ

ଜାକର୍ତ୍ତା, (ଓଡିଶା ଟାଇମ୍): ମଙ୍ଗଳବାର ଇଣ୍ଡୋନେସିଆରେ ଭୂକମ୍ପ ଅନୁଭୂତ ହୋଇଛି। ଏହା ପରେ ସୁନାମି ଚେତାବନୀ ଦିଆଯାଇଛି। ମଙ୍ଗଳବାର ଦିନ ଇଣ୍ଡୋନେସିଆର ମାଉମେରର ୯୫ କିଲୋମିଟର ଉତ୍ତର-ପୂର୍ବରେ ଥିବା ନ୍ୟୁସା ଟେଙ୍ଗଗାରା ରେ ଭୂକମ୍ପ ଅନୁଭବ ହୋଇଥିବା ବେଳେ ରିକ୍ଟେର ସ୍କେଲରେ … Read More

କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ । କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂହଙ୍କୁ ବିଜେଡି ସାଂସଦମାନେ ଭେଟିଛନ୍ତି । PMAYରେ ଓଡ଼ିଶାକୁ ଘର ଯୋଗାଇଦେବା ପାଇଁ ସାଂସଦମାନେ ଦାବି କରିଛନ୍ତି । ସାଂସଦମାନେ … Read More

ବିଧାନସଭା ଘେରାଉ ସମୟରେ କଂଗ୍ରେସ କର୍ମୀଙ୍କୁ ମାଡ ଘଟଣା ; ଭୁବନେଶ୍ୱରରେ ଡିସିପି କାର୍ଯ୍ୟାଳୟ ଘେରିଲା କଂଗ୍ରେସ

ଭୁବନେଶ୍ବର, (ଓଡିଶା ଟାଇମ୍): ଆଜି ଭୁବନେଶ୍ୱରରେ ଡିସିପି କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସ ପକ୍ଷରୁ ଧାରଣା ଦିଆଯାଇଛି। ମମିତା ମେହେର ହତ୍ୟାକାଣ୍ଡରେ ନ୍ୟାୟ ଦାବି, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ପ୍ରଦର୍ଶନ ବେଳେ ତଥା ବିଧାନସଭା ଘେରାଉ ସମୟରେ କଂଗ୍ରେସ … Read More

ନୟାଗଡବାସୀଙ୍କୁ ମିଳିବ ସ୍ମାର୍ଟ ସ୍ବାସ୍ଥ୍ୟ ସେବା, BSKY ସ୍ମାର୍ଟ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼,(ଓଡିଶା ଟାଇମ୍): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ସ୍ବାସ୍ଥ୍ୟ ସେବାରେ ସାମିଲ ହେଲା ନୟାଗଡ ଜିଲ୍ଲା । ଭର୍ଚୁଆଲରେ ନୟାଗଡ ଜିଲ୍ଲା ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ନୟାଗଡବାସୀଙ୍କୁ ୯୯୫ କୋଟି … Read More

ଟିକା ସାଜିବ କବଚ, ଓମିକ୍ରନରୁ ଦେବ ସୁରକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍): ଓମିକ୍ରନରୁ ସୁରକ୍ଷା ଦେବ ଟୀକା । ସମସ୍ତେ ଯଥାଶୀଘ୍ର ଟୀକା ନେବାକୁ ଅନୁରୋଧ କଲା ସ୍ବାସ୍ଥ୍ୟ ବିଭାଗ । ୧୦୦ ପ୍ରତିଶତ ନହେଲେ ବି କ୍ରସ ପ୍ରୋଟେକ୍ସନ ଦେବ ଟୀକା ବୋଲି କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୫ ହଜାରରୁ ଅଧିକ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ … Read More