ବିଛିନ୍ନତାବାଦୀ ନେତାଙ୍କ ସୁରକ୍ଷା ବ୍ୟବସ୍ଥା ହଟିଲା
ପୁଲୱାମା ଆତଙ୍କବାଦୀ ଆକ୍ରମଣ ପରେ କେନ୍ଦ୍ର ତରଫରୁ ଏକ ବଡ ନିଷ୍ପତ୍ତି ନିଆଯାଇଛି । ଜମ୍ମୁ-କାଶ୍ମୀରର ୫ ଜଣ ହୁରିୟତ୍ ନେତାଙ୍କ ସୁରକ୍ଷାକୁ ସରକାର ଉଠାଇ ନେଇଛନ୍ତି । ଶୁକ୍ରବାର ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ କମିଟି ଅନ୍ ସିକ୍ୟୁରିଟି ଅର୍ଥାତ୍ ସିସିଏସ୍ … Read More











