କ୍ଲାସ ରୁମରେ ପିଲାଙ୍କ ସହ ବସିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍): କ୍ଲାସ ରୁମରେ ପିଲାଙ୍କ ସହ ବସିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍କାର୍ଟ ସ୍କୁଲ ରୂପାନ୍ତରଣର କଲେ ଅନୁଧ୍ୟାନ । ଆଜି ଗଂଜାମ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ଅବସରରେ ହିଞ୍ଜିଳିକାଟୁସ୍ଥିତ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଯାଇ ପହଞ୍ଚିଥିଲେ … Read More

ଓଡ଼ିଆ ପୁଅଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ, ଦେଶର ପରବର୍ତ୍ତୀ ସେନାଧ୍ୟକ୍ଷ ହୋଇପାରନ୍ତି ଚଣ୍ଡୀ ପ୍ରସାଦ ମହାନ୍ତି

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ (ସିଡିଏସ୍‌) ଜେନେରାଲ ବିପିନ ରାୱତଙ୍କ ଅକାଳ ବିୟୋଗ ପରେ ମୋଦି ସରକାର ତାଙ୍କ ପରବର୍ତ୍ତୀ ଉତ୍ତରାଧିକାରୀ ଚୟନ ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଖୁବଶୀଘ୍ର ଏନେଇ ନିଷ୍ପତ୍ତି ନିଆଯିବାର ସମ୍ଭାବନା … Read More

ଜାମ୍ମୁ କାଶ୍ମୀର ଅଓ୍ୱନ୍ତିପୋରାରେ ସୁରକ୍ଷା ବାହିନୀକୁ ସଫଳତା, ଏନକାଉଣ୍ଟରରେ ଟଳିଲେ ଜଣେ ଆତଙ୍କୀ

କାଶ୍ମୀରର,(ଓଡିଶା ଟାଇମ୍):  ଜାମ୍ମୁ କାଶ୍ମୀରର ଅୱାନ୍ତିପୋରାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର । ଏହି ଏନକାଉଣ୍ଟରରେ ଜଣେ ଆତଙ୍କବାଦିକୁ ମାରି ଗଡାଇବାରେ ସକ୍ଷମ ହୋଇଛନ୍ତି ସେନା । କାଶ୍ମୀର ପୋଲିସ ଏ ସମ୍ପର୍କରେ ସୂଚନା ଦେଇଛି । ବାସ୍ତବରେ … Read More

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୬୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୪ବୃଦ୍ଧି … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୭ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ … Read More

ଆମେରିକାରେ ଘୁର୍ଣ୍ଣିଝଡ ତାଣ୍ଡବ, ମୃତ୍ୟୁସଂଖ୍ୟା ୮୪କୁ ବୃଦ୍ଧି

ଟେନସି,(ଓଡିଶା ଟାଇମ୍): ଆମେରିକାର କେଣ୍ଟକିରେ ଘୁର୍ଣ୍ଣିଝଡ ହେତୁ ବ୍ୟାପକ କ୍ଷୟକ୍ଷତି ହୋଇଛି । ଏହା ପ୍ରଭାବରେ ଏପର୍ଯ୍ୟନ୍ତ ୮୪ ଜଣଙ୍କର ମୃତ୍ୟୁ ହୋଇଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢି ପାରେ ବୋଲି ଅନୁମାନ କରାଯାଉଛି । ଆମେରିକାର ସମୁଦାୟ ୬ଟି … Read More

ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ଗଞ୍ଜାମ ଗସ୍ତ

ଭୁବନେଶ୍ବର, (ଓଡ଼ିଶା ଟାଇମ୍): ରବିବାର ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଏହି ଅବସରରେ ହିତାଧିକାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ନବୀନ । ଏହାସହ ବିଭିନ୍ନ ଉନ୍ନୟନମୂଳକ କାମର ଉଦଘାଟନ ସହ ଶିଳାନ୍ୟାସ … Read More

୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୬୦ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୬୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୫୭୪ ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୪ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ଚାକିରିରେ ପଦୋନ୍ନତି ହୋଇପାରେ । ବନ୍ଧୁଙ୍କ ସହିତ ସମ୍ପର୍କ ମଜଭୁତ ହେବ । ବ୍ୟବସାୟରେ ତୁରନ୍ତ ନିଷ୍ପତ୍ତି ଲାଭପ୍ରଦ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ । ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ … Read More

ସାଇବର ଠକ ଜାଲରେ କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀନ ପଣ୍ଡା

ଭୁବନେଶ୍ବର, (ଓଡିଶା ଟାଇମ୍): ସାଇବର ଠକ ଜାଲରେ ବରିଷ୍ଠ ଆଇପିଏସ କ୍ରାଇମବ୍ରାଞ୍ଚ ଏଡିଜିଙ୍କୁ କରିଛନ୍ତି ଟାର୍ଗେଟ୍ । ସମ୍ପର୍କୀୟଙ୍କ ମୋବାଇଲ ନମ୍ବର ହ୍ୟାକ୍ କରି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡାଙ୍କୁ ପଠାଇଥିଲେ ମେସେଜ । ସଞ୍ଜୀବ ପଣ୍ଡାଙ୍କୁ ୯୮ ହଜାର ଟଙ୍କା … Read More