୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୫୯୭ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୮ ଜଣ … Read More

ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର, (ଓଡିଶା ଟାଇମ୍): ଦରଦାମ୍‌ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ବୁଧବାର ବିଜେଡି ଧାରଣା ଦେଇଛି । ଏହାର ପ୍ରତିବାଦ କରି ରାଜଭବନ ସମ୍ମୁଖରେ ବିଜେଡି ବିଧାୟକ ଓ କର୍ମୀମାନେ ଧାରଣା ଦେଇଛନ୍ତି । ଦରଦାମ୍‌ ବୃଦ୍ଧିରେ ନିୟନ୍ତ୍ରଣ … Read More

ଆମେରିକା ସ୍କୁଲରେ ଗୁଳିଚାଳନା; ୩ ମୃତ, ୮ ଆହତ

ୱାଶିଂଟନ, (ଓଡିଶା ଟାଇମ୍): ଆମେରିକାର ମିଚିଗାନରେ ଥିବା ଗୋଟିଏ ଉଚ୍ଚ ବିଦ୍ୟାଳୟରେ ଜଣେ ୧୫ ବର୍ଷୀୟ ଛାତ୍ରର ଆଖିବୁଜା ଗୁଳିମାଡ଼ । ଏଥିରେ ୩ ଜଣ ଶିକ୍ଷାର୍ଥୀଙ୍କ ମୃତ୍ୟୁ ହୋଇଥିବା ସୂଚନା । ତେବେ ୮ ଜଣ ଗୁରୁତର ଆହତ ମଧ୍ୟ … Read More

ବିଧାନସଭା ଗେଟ ସାମ୍ନାରେ କଂଗ୍ରେସର ଧାରଣ

ଭୁବନେଶ୍ବର, (ଓଡିଶା ଟାଇମ୍): ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛିି । ଆଜିର ଶୀତ ଅଧିବେଶନ ଆରମ୍ଭରୁ ବିଧାନସଭା ଗେଟ୍ ସାମ୍ନାରେ ଧାରଣା ଦେଇଛି କଂଗ୍ରେସ । ମମିତା ମେହେର ହତ୍ୟା ମାମଲାକୁ ନେଇ କଂଗ୍ରେସ ପକ୍ଷରୁ ଧାରଣା ଦିଆଯାଇଛି … Read More

ବଙ୍ଗୋମୁଣ୍ଡା ଥାନାରେ ଭିଜିଲାନ୍ସ ଟିମ୍, ଜବତ ହେଲାଣି ୪ ଲକ୍ଷ ପାଖାପାଖି ଟଙ୍କା

କଣ୍ଟାବାଞ୍ଜି, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ଥାନା ବାବୁ । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପୋଲିସ ଥାନା ଅଧିକାରୀ ବିନୋଦ ବିହାରୀ ନାୟକ ଭିଜିଲାନ୍ସ ଜାଲରେ ପଡିଛନ୍ତି । ମଙ୍ଗଳବାର ଲକ୍ଷାଧିକ ଟଙ୍କା ନେଇ ଘରକୁ ଯାଉଥିବା ବେଳେ ବରଗଡ ଟୋଲ୍ … Read More

ନୌସେନା ମୁଖ୍ୟଭାବେ ଦାୟିତ୍ୱ ଗ୍ରହଣ କଲେ ଆଡମିରାଲ୍‌ ଆର୍‌. ହରି କୁମାର

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଇଣ୍ଟିଗ୍ରେଟେଡ୍‌ ଥିଏଟର କମାଣ୍ଡର ଆଡଭୋକେଟ୍‌ ଭାବେ ପରିଚିତ ଆଡମିରାଲ୍‌ ଆର. ହରି କୁମାର ଭାରତୀୟ ନୌସେନାର ନୂତନ ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଡମିରାଲ କରମ୍‌ବିର ସିଂଙ୍କ ଅବସର ପରେ ଆଡମିରାଲ୍‌ ଆର. ହରି … Read More

ଦେଶରେ ୮୯୫୪ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୮୯୫୪ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଦିନକ ମଧ୍ୟରେ ୧୦,୨୦୭ କରୋନାରୁ ସୁସ୍ଥ ହୋଇଛନ୍ତି । ଗତ ମଙ୍ଗଳବାର ଦିନକ ମଧ୍ୟରେ ୧୧,୦୮,୪୬୭ ନମୁନା ପରୀକ୍ଷା … Read More

ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୩୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୧୩ … Read More

୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୩୭ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୩୪୫ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୯ ଜଣ … Read More

ଆଜି କୋଣାର୍କ ଉତ୍ସବ: ଝଲସିବ ମୁକ୍ତାକାଶ ରଙ୍ଗମଞ୍ଚ

କୋଣାର୍କ, (ଓଡିଶା ଟାଇମ୍): ଆଜିଠୁ ଆରମ୍ଭ ୩୨ତମ କୋଣାର୍କ ଉତ୍ସବ । ପର୍ଯ୍ୟଟନ ବିଭାଗ, ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଓ ସଂଗୀତ ନାଟକ ଏକାଡେମୀ ପକ୍ଷରୁ ମୁକ୍ତାକାଶ ରଂଗମଂଚରେ ଶାସ୍ତ୍ରୀୟ ନୃତ୍ୟ ଓ ସଂଗୀତ ଓ ଚନ୍ଦ୍ରଭାଗା ସ୍ୱର୍ଣାଭ ବେଳାଭୂମିରେ … Read More