କେନ୍ଦ୍ର କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩ କୃଷି ଆଇନ୍ ପ୍ରତ୍ୟାହାର ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ସରିଛି କେନ୍ଦ୍ର କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକ ଶେଷ ହୋଇଛି । ତେବେ ଏହି ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି । ବିବାଦୀୟ ୩ଟି କୃଷି ଆଇନ୍ ପ୍ରତ୍ୟାହାର … Read More











