ଆଜି ଠାରୁ ପବିତ୍ର ପଞ୍ଚୁକ ଆରମ୍ଭ ; ଦାରୁବ୍ରହ୍ମଙ୍କ ଲକ୍ଷ୍ମୀ ନାରାୟଣ ବେଶ

ପୁରୀ, (ଓଡିଶା ଟାଇମ୍): ଆଜି ଠାରୁ ଆରମ୍ଭ ପବିତ୍ର ପଞ୍ଚୁକ। ଏହି ଅବସରରେ ଶ୍ରୀମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କୁ ଆଜି ଲକ୍ଷ୍ମୀ ନାରାୟଣ ବେଶ କରାଯାଇଛି। କରୋନା କଟକଣା ପାଇଁ ସର୍ବ ସାଧାରଣ ଦର୍ଶନ ବନ୍ଦ ଯୋଗୁଁ ଶ୍ରଦ୍ଧାଳୁ ଠାକୁରଙ୍କ ଏହି … Read More

କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୧୮୫ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୯ ବୃଦ୍ଧି ପାଇଛି … Read More

୨୪ ଘଣ୍ଟାରେ ବାହାରିଲେ ୧୮୫ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଅକ୍ଟୋବର ପରେ ନଭେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୦ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ … Read More

ଆଜିଠୁ ଖୋଲିବ ଷଷ୍ଠ, ସପ୍ତମ ଶ୍ରେଣୀ

ଭୁବନେଶ୍ବର, (ଓଡିଶା ଟାଇମ୍): ଆଜିଠୁ ସ୍କୁଲକୁ ଆସି କ୍ଲାସ ରୁମରେ ପାଠ ପଢିବେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀ । ସ୍କୁଲ୍ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଆଜିଠାରୁ ରାଜ୍ୟରେ ଖୋଲିବାକୁ ଯାଉଛି ଷଷ୍ଠ ଓ ସପ୍ତମ ଶ୍ରେଣୀ … Read More

ଝାରସୁଗୁଡା ବାସୀଙ୍କୁ ଦିଆଯିବ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟକାର୍ଡ, ଭର୍ଚୁଆଲରେ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡ଼ା, (ଓଡିଶା  ଟାଇମ୍): ଝାରସୁଗୁଡା ଜିଲ୍ଲାରେ ଆଜି ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିନ ୧୧ଟାରେ ଭର୍ଚୁଆଲ ମୋଡ଼ରେ ଝାରସୁଗୁଡା ଇଂଜିନିୟରିଂ ସ୍କୁଲ ଅଡିଟୋରିୟମରେ ଆୟୋଜିତ ଉତ୍ସବକୁ ସମ୍ବୋଧିତ କରିବା ସହ ସ୍ମାର୍ଟ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ବନ୍ଧୁଙ୍କ ଉପରେ ସନ୍ଦେହ ଉପୁଜି ପାରେ । ସେବା ମନୋଭାବର ହୋଇପାରନ୍ତି । ପୂଜା ପଦ୍ଧତିରେ ନିଜକୁ ନିୟୋଜିତ କରିପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଜନୈକା ମହିଳାଙ୍କ ଦ୍ୱାରା … Read More

ରାତି ପାହିଲେ ଶ୍ରୀମନ୍ଦିରରେ ଆରମ୍ଭ ହେବ ପଞ୍ଚୁକ ନୀତି, ପ୍ରଶାସନର ବ୍ୟାପକ ପ୍ରସ୍ତୁତି

ପୁରୀ, (ଓଡିଶା ଟାଇମ୍): ପାହିଲେ ଶ୍ରୀମନ୍ଦିରରେ ଆରମ୍ଭ ହେବ ପଞ୍ଚୁକ ନୀତି। ହଜାର ହଜାର ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ନିମନ୍ତେ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶୃଙ୍ଖଳିତ ଦର୍ଶନ ନିମନ୍ତେ ମର୍ଚ୍ଚିକୋଟ ଛକ … Read More

ଲୋକାର୍ପଣ ହେଲା ଭଦ୍ରକ ଜିଲ୍ଲାର ୧୭ଟି ରୂପାନ୍ତରିତ ହାଇସ୍କୁଲ

ଭଦ୍ରକ, (ଓଡିଶା ଟାଇମ୍): 5 T ଉପକ୍ରମରେ ନବକଳେବରର ରୂପ ନେଉଛି ହାଇସ୍କୁଲ। ଅତ୍ୟାଧୁନିକ ଲାଇବ୍ରେରୀ, କମ୍ପ୍ୟୁଟର ଲ୍ୟାବ୍, ଶ୍ରେଣୀ ଗୃହ, ପିଇବା ପାଣି, ଶୌଚାଳୟ ଏବଂ କ୍ରୀଡା ଭିତ୍ତିଭୂମି ପ୍ରଥମ ପର୍ଯ୍ୟାୟରେ ଭଦ୍ରକ ଜିଲ୍ଲାରେ ୧୭ ଟି ହାଇସ୍କୁଲ ରୂପାନ୍ତରିତ … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୧ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ … Read More