ମମିତା ମେହେର ହତ୍ୟା ମାମଲା : ଆଜି କଂଗ୍ରେସର ଓଡିଶା ବନ୍ଦ

ଭୁବନେଶ୍ବର, (ଓଡିଶା ଟାଇମ୍):କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସ୍ଥିତ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡ ପ୍ରତିବାଦରେ କଂଗ୍ରେସ ଶୁକ୍ରବାର ଓଡିଶା ବନ୍ଦ ଡାକରା ଦେଇଛି। ଦଳ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ତେବ ବନ୍ଦ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ କର୍ମକ୍ଷେତ୍ରରେ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ,ଆର୍ଥିକ କ୍ଷେତ୍ରରେ ଉନ୍ନତି । ଉଜ୍ଜ୍ୱଳ ଭବିଷ୍ୟତର ପରିକଳ୍ପନା, ପାରିବାରିକ କ୍ଷେତ୍ରରେ ଉନ୍ନତି ହେବ । ମହିଳାମାନେ ଘର କାମରେ ସଫଳତା ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ … Read More

କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୨୭୧ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୦ ବୃଦ୍ଧି ପାଇଛି … Read More

୨୪ ଘଣ୍ଟାରେ ବାହାରିଲେ ୨୭୧ କୋଭିଡ୍ ପଜିଟିଭ୍

ଭୁବନେଶ୍ବର ,(ଓଡିଶା ଟାଇମ୍): ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ଆଜି ଶନି ଓ ଚନ୍ଦ୍ରଙ୍କ ଷଡାଷ୍ଟକ ସ୍ଥିତି ଯୋଗୁ ମନ ମୁତାବକ କାମ କରିବାରେ ବିଫଳ ହେବେ । ଅବଶ୍ୟ ପ୍ରତିଯୋଗିତାରେ ସଫଳତା ଯୋଗୁ କେତେକାଂଶରେ ମନକୁ ବୁଝାଇ ଖୁସି ରହିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ … Read More

ଗୁରୁତର ଭାବେ ପୋଡି ହୋଇଯାଇଥିବା ବାଳକର ଜୀବନ ବଂଚାଇଲେ ସମ୍ ଡାକ୍ତର

ଭୁବନେଶ୍ୱର, (ଓଡ଼ିଶା ଟାଇମ୍):  ବାଣ ଫୁଟାଇବା ବେଳେ ଗୁରୁତର ଅଗ୍ନିକାଣ୍ଡରେ ପୋଡି ହୋଇଯାଇଥିବା ଏକ ୭ ବର୍ଷର ବାଳକର ଜୀବନ ବଂଚାଇଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡାକ୍ତର । ପ୍ରାୟ ଏକ ମାସ ତଳେ ବାଣ … Read More

ନଭେମ୍ବର ୧୫ରୁ ଷଷ୍ଠ ଏବଂ ସପ୍ତମ ଶ୍ରେଣୀ ପାଠପଢା ଆରମ୍ଭ

ଭୁବନେଶ୍ବର, (ଓଡିଶା ଟାଇମ୍):କରୋନା ପ୍ରକୋପ କମୁଥିବାରୁ ରାଜ୍ୟ ଶିକ୍ଷା ବ୍ୟବସ୍ଥା ଧିରେ ଧିରେ ସ୍ଵାଭାବିକ ସ୍ଥିତିକୁ ଫେରିବାକୁ ଲାଗିଛି। ଏବେ ନଭେମ୍ବର ୧୫ରୁ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ। ପିଲାମାନେ ସ୍କୁଲ ଯାଇ ପାଠପଢିବେ। ଏ ନେଇ ବୁଧବାର ସୂଚନା … Read More

ଜମ୍ମୁ କାଶ୍ମୀରରେ ଚଳିତ ବର୍ଷ ୧୩୮ ଆତଙ୍କବାଦୀ ନିପାତ

ଶ୍ରୀନଗର, (ଓଡିଶା ଟାଇମ୍):ଜମ୍ମୁ କାଶ୍ମୀରରେ ଚଳିତ ବର୍ଷ ଏପର୍ଯ୍ୟନ୍ତ ଭାରତୀୟ ସୁରକ୍ଷା ବାହିନୀ ହାତରେ ୧୩୮ ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାଯାଇଛି । ଏଥିସହିତ ଜମ୍ମୁ କାଶ୍ମୀରର ବିଭିନ୍ନ ସ୍ଥାନରୁ ୫୫ ଜଣଙ୍କୁ ଗିରଫ କରାଯାଇଛି । ଗତ କିଛିମାସ … Read More

ରାଜସ୍ଥାନରେ ବଡ଼ ଧରଣର ଦୁର୍ଘଟଣା: ବସ୍ ଟ୍ୟାଙ୍କର୍ ମୁହାଁମୁହିଁ ଧକ୍କା

ରାଜସ୍ଥାନ, (ଓଡିଶା ଟାଇମ୍): ରାଜସ୍ଥାନର ବାରମେର୍-ଯୋଧପୁର ରାଜପଥରେ ଏକ ଘରୋଇ ବସକୁ ଧକ୍କା ଦେଲା ଟ୍ୟାଙ୍କର । ଧକ୍କା ଦେବା ପରେ ଅଗ୍ନିକାଣ୍ଡରେ ଅତି କମରେ ପାଞ୍ଚ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଜାତୀୟ ନ୍ୟୁଜ୍ ଏଜେନ୍ସି ANI ଏହି … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୧ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍):  ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ … Read More