ଆଫଗାନିସ୍ତାନରେ ବିଦେଶୀ ମୁଦ୍ରା ଉପରେ ଲାଗିଲା ପ୍ରତିବନ୍ଧକ

କାବୁଲ, (ଓଡିଶା ଟାଇମ୍ଆ): ଆଫଗାନିସ୍ତାନରେ ତାଲିବାନ ଦଖଲ ପରଠୁ ଦିନକୁ ଦିନ ନୂଆ ନୂଆ ଆଦେଶ ସବୁ ସାମ୍ନାକୁ ଆସୁଛି । ଏବେ ଜାରି ହୋଇଛି ନୂଆ ନିର୍ଦ୍ଦେଶନାମା । ଏଣିକି ଆଫଗାନିସ୍ତାନରେ ବିଦେଶୀ ମୁଦ୍ରା ବ୍ୟବହାର ଉପରେ ସମ୍ପୂର୍ଣ୍ଣ ନିଷେଧାଦେଶ … Read More

ଦେଶରେ ୧୧,୯୦୩ ନୂଆ କରୋନା ରୋଗୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ … Read More

ବୁଧବାରରୁ ନନ୍ଦନକାନନ ସିଂହ ସଫାରୀ ବନ୍ଦ

ଭୁବନେଶ୍ବର, (ଓଡିଶା ଟାଇମ୍): ନନ୍ଦନକାନନ ପ୍ରାଣୀ ଉଦ୍ୟାନର ସିଂହ ସଫାରୀ ୩ (ବୁଧବାର)ରୁ ୬ତାରିଖ(ଶନିବାର) ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ସିଂହ ସଫାରୀ ରାସ୍ତା ମରାମତି ପାଇଁ ଏହାକୁ ବନ୍ଦ ରଖାଯିବ। ତେବେ ୩ଟି ବାଘ, ଭାଲୁ ଓ ତୃଣଭୋଜି … Read More

୨୪ ଘଣ୍ଟାରେ ବାହାରିଲେ ୩୨୨ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୪୨୨ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୭ … Read More

ବେଆଇନ ବାଣ ଗୋଦାମରେ ଚଢଉ: ୬ଲକ୍ଷ ଟଙ୍କାର ବାଣ ଜବତ

ନିମାପଡା, (ଓଡିଶା ଟାଇମ୍): ଜବତ ଦେଲା ଗଦା ଗଦା ବାଣ । ବିଶେଷ ସୂତ୍ରରୁ ଖବର ପାଇ ପୁରୀ ଜିଲ୍ଲା ଏସପି କେ. ବିଶାଲ ସିଂହଙ୍କ ନିର୍ଦ୍ଦେଶକ୍ରମେ ଡେଲାଙ୍ଗ ପୋଲିସ ପକ୍ଷରୁ ପିପିଲି ଏସ୍‌ଡିପିଓ ଦେବଦତ୍ତ ବରାଳ ଓ ଡେଲାଙ୍ଗ ଥାନା … Read More

ଟିକାକରଣ ନେଇ ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ, ଭର୍ଚୁଆଲରେ ୪୦ ଜିଲ୍ଲାର ଅଧିକାରୀଙ୍କ ସହ କଥା ହେବେ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶର ଟିକାକରଣ ନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମୀକ୍ଷା ବୈଠକ କରିବେ । ମଧ୍ୟାହ୍ନରେ ବସିବ ଏହି ବୈଠକ । ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀ ୪୦ ଟି ଜିଲ୍ଲାର ଜିଲ୍ଲା ମାଜିଷ୍ଟ୍ରେଟଙ୍କ ସହ ଆଲୋଚନା କରିବେ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ଆଜି ଦଶମ ଚନ୍ଦ୍ର ହେତୁ ପ୍ରତ୍ୟେକ ଦିଗରୁ ଲାଭ ହେବେ ଓ ଯାହା ଖୋଜୁଛନ୍ତି ତାହା ପାଇବେ । ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାର୍ଯ୍ୟ ଓ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । ରୂପା କଏନ୍ ଘରକୁ … Read More

ଖେଳରତ୍ନ ପାଇବେ ଓଡ଼ିଶାର ପ୍ରମୋଦ ଭଗତ, ୧୨ ଜଣଙ୍କୁ ମିଳିବ ପରୁସ୍କାର

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଭାରତ କ୍ରୀଡ଼ା ଜଗତର ସର୍ବୋଚ୍ଚ ସମ୍ମାନ ଧ୍ୟାନଚାନ୍ଦ ଖେଳରତ୍ନ ପାଇବେ ଓଡ଼ିଶାର ପ୍ରମୋଦ ଭଗତ । ଟୋକିଓ ପାରାଅଲିମ୍ପିକ୍ସରେ ସୁନା ପଦକ ଜିତିଥିବା ପ୍ରମୋଦଙ୍କୁ ଖେଳରତ୍ନ ଦେବା ପାଇଁ କମିଟି ପୂର୍ବରୁ ସୁପାରିଶ କରିଥିଲା । ଖେଳରତ୍ନ … Read More

ଶ୍ରୀମନ୍ଦିର ପାଇଁ ୧୯୦କୋଟି ଟଙ୍କାର ବଜେଟ୍ ଅନୁମୋଦିତ

ପୁରୀ, (ଓଡିଶା ଟାଇମ୍):ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଅନୁମୋଦିତ ହୋଇଛି ୧୯୦ କୋଟି ଟଙ୍କାର ବଳକା ବଜେଟ୍ । ଏହାସହ ଚଳିତ ବର୍ଷ ମହାପ୍ରଭୁଙ୍କ ଖଣିରୁ ଅଧିକ ଆୟ କରାଯିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ବେଳେ ଖଣ୍ଡେଲାଇଟ ପଥର ଆମଦାନୀ … Read More

ଭିଜିଲାନ୍ସ ଜାଲରେ ନିମାପଡା ତହସିଲଦାର

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଦୁର୍ନୀତି ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ପୁରୀ ନିମାପଡ଼ା ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି । ନିମାପଡ଼ା ତହସିଲଦାର ରାମଚନ୍ଦ୍ର ଜେନାଙ୍କ ଘରେ ରେଡ୍ ହୋଇଥିବା ସୂଚନା ମିଳିଛି … Read More