ଆଜିଠୁ ଭୁବନେଶ୍ବରରୁ ଜୟପୁରକୁ ସିଧାସଳଖ ଉଡିବ ବିମାନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟ ସରକାରଙ୍କ ଆର୍ଥିକ ସହଯୋଗରେ ଆଜିଠାରୁ ଭୁବନେଶ୍ବରରୁ ଜୟପୁରକୁ ଉଡିବ ବିମାନ । ଇଣ୍ଡିଗୋ ଫ୍ଲାଇଟର ଏହି ସେବା ସପ୍ତାହକୁ ୩ ଥର ମିଳିବ । ପ୍ରତ୍ୟେକ ସପ୍ତାହରେ ମଙ୍ଗଳବାର, ଗୁରୁବାର ଓ ଶନିବାର ବିମାନ ଚଳାଚଳ କରିବ … Read More

କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୩୨୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୪୦ ବୃଦ୍ଧି ପାଇଛି … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୦ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା  ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ … Read More

ମହାରାଷ୍ଟ୍ର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖ ଗିରଫ

ମୁମ୍ବାଇ, (ଓଡିଶା ଟାଇମ୍): ଦାଦବଟି ମାମଲାରେ ଇଡି ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କୁ ଇଡି ଗିରଫ କରିଛି । ୧୨ ଘଣ୍ଟାରେ ଜେରା ପରେ ତାଙ୍କୁ ଗିରଫ କରାଯାଇଥିଲା । ଜେରାରେ ସେ … Read More

କୁଚିଣ୍ଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ

କୁଚିଣ୍ଡା, (ଓଡିଶା ଟାଇମ୍): ଆଜି କୁଚିଣ୍ଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ।ଏନେଇ ସମସ୍ତ ପ୍ରସ୍ତୁତି ସରିଛି। ବିଜୁ ସ୍ମାର୍ଟ କାର୍ଡ ଓ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜମାଦାରପାଲି ଏୟାରଷ୍ଟ୍ରିପ୍‌ରୁ ଆରମ୍ଭ … Read More

ଆଜି ଧନତେରସ୍: ଗହଣା ଦୋକାନରେ ଗ୍ରାହକଙ୍କ ଭିଡ଼

ଭୁବନେଶ୍ବର, (ଓଡିଶା  ଟାଇମ୍): ଚଳିତ ବର୍ଷ ଧନ୍‌ତେରସ୍‌ କୁ ନେଇ ଗହଣା ବ୍ୟବସାୟୀ ମାନେ ବେଶ୍‌ ଉତ୍ସାହିତ ଅଛନ୍ତି । ସୁନା ମୂଲ୍ୟ ଗତବର୍ଷ ତୁଳନାରେ ନିମ୍ନସ୍ତରରେ ଥିବାରୁ ଗ୍ରାହକମାନଙ୍କ ସଂଖ୍ୟାରେ ବଡ଼ଧରଣର ବୃଦ୍ଧି ହେବ ବୋଲି ଆଶା କରାଯାଉଛି। ଭୁବନେଶ୍ବର … Read More

୨୪ ଘଣ୍ଟାରେ ବାହାରିଲେ ୩୨୭ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୨୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୧୦୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୧ … Read More

ଫାଣ୍ଡି ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଢେଙ୍କାନାଳ, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ଫାଣ୍ଡି ଅଧିକାରୀ । ପୋଲିସ ବାବୁଙ୍କ ଘରେ ଭିଜିଲାନ୍ସ ରେଡ୍ । :ଆୟ ବହିର୍ଭୁତ ସମ୍ପତି ଠୁଳ ନେଇ ମାମଲାରେ ଏସଆଇଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢଉ କରାଯାଇଛି । ମହାବୀରରୋଡ଼ ଫାଣ୍ଡି ଅଧିକାରୀ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ଅନ୍ୟ ଉପରେ ନିର୍ଭରଶୀଳ ହୋଇପାରନ୍ତି । ଉଚ୍ଚଆଶା ଫଳବତୀ ହୋଇପାରେ । ସୁଖୀ ଓ ଆନନ୍ଦ ଉଲ୍ଲାସରେ ଦିନ ବିତାଇବେ । ପିଲାମାନେ ସକଳ ଗୁଣର ଆଧାର ହେବେ । ବିବାଦରେ ବିଜୟୀ ହେବେ । ଶୁଭ ରଙ୍ଗ ଲାଲ୍ … Read More

ନବରଙ୍ଗପୁରରେ ଦାୟିତ୍ୱ ଗ୍ରହଣ କଲେ ନୂତନ ଜିଲ୍ଲାପାଳ

ନବରଙ୍ଗପୁର, (ଓଡିଶା ଟାଇମ୍ଓ ): ସଡମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଓଏଏସ ଅଧିକାରୀ ଡ଼ଃ କମଳ  ଲୋଚନ ମିଶ୍ର ନବରଙ୍ଗପୁର ଜିଲ୍ଲାର ଜିଲ୍ଲାପାଳ ଭାବେ ନିଯୁକ୍ତି ହେବା ପରେ ଆଜି ନବରଙ୍ଗପୁରର ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଡ଼ଃ … Read More