ଲୋକାର୍ପିତ ହେଲା ‘ଭାଷା ସଂଗମ’ ଓ ‘ମୋବାଇଲ ଆପ୍’

ଭୁବନେଶ୍ବର, (ଓଡିଶା ଟାଇମ୍): ଦେଶରେ ଦୈନନ୍ଦିନ ବ୍ୟବହୃତ ହେଉଥିବା ସାଧାରଣ କଥା ଗୁଡିକୁ ଏଣିକି ସମ୍ବିଧାନ ସ୍ୱୀକୃତ ୨୨ଟି ଆଂଚଳିକ ଭାଷାରେ ସ୍କୁଲ ଛାତ୍ରଛାତ୍ରୀମାନେ ଶିଖିପାରିବେ । ଏଥିପାଇଁ ଆଜି ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଏକ ଭାରତ ଶ୍ରେଷ୍ଠ ଭାରତ ଅନ୍ତର୍ଗତ … Read More

ବାଣ ଫୁଟାଇବାକୁ ନେଇ ଆସିଲା ଗାଇଡ୍‌ଲାଇନ୍, ରାତି ୮ରୁ ୧୦ ଭିତରେ ଫୁଟାଇବାକୁ ନିର୍ଦ୍ଦେଶ

ଭୁବନେଶ୍ବର, (ଓଡିଶା ଟାଇମ୍): ଦୀପାବଳି, କାର୍ତ୍ତିକ ପୂର୍ଣ୍ଣିମା ଏବଂ ଛଟ୍‌ ପୂଜା ପାଇଁ ବାଣ ଫୁଟାଇବା ନେଇ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି ସରକାର । ଗ୍ରୀନ୍‌ କ୍ରାକର ଫୁଟାଇବା ପାଇଁ ଅନୁମତି ରହିଥିବା ବେଳେ PESO ସାର୍ଟିଫିକେଟ୍‌ ଥିଲେ ବ୍ୟବସାୟୀ ବାଣ … Read More

ସୋଆରେ ଜାତୀୟ ଏକତା ଦିବସ ପାଳିତ

ଭୁବନେଶ୍ବର, (ଓଡିଶା ଟାଇମ୍): ସୋଆ ଆନୁକୂଲ୍ୟରେ ପାଳିତ ହୋଇଯାଇଛି ରାଷ୍ଟ୍ରୀୟ ଏକତା ଦିବସ । ଶିକ୍ଷା ଓ ଅନୁସନ୍ଧାନ ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ ଓ କର୍ମଚାରୀ  ରବିବାର ଜାତୀୟ ଏକତା ଦିବସ ପାଳନ କରିଛନ୍ତି । ଏହାସହ ସେମାନେ … Read More

ଭାରତ ବାୟୋଟେକର କୋଭାକ୍ସିନକୁ ସ୍ୱୀକୃତି ଦେଲା ଅଷ୍ଟ୍ରେଲିଆ

ସିଡନି,(ଓଡିଶା ଟାଇମ୍): ଭାରତର ସ୍ୱଦେଶୀ କୋଭିଡ-୧୯ ପ୍ରତିଷେଧକ ଟିକା ଭାରତ ବାୟୋଟେକର କୋଭାକ୍ସିନକୁ ଅଷ୍ଟ୍ରେଲିଆ ସରକାର ସ୍ୱୀକୃତି ଦେଇଛନ୍ତି । ଏହାଦ୍ୱାରା ଭାରତର ଟିକାକରଣ କାର୍ଯ୍ୟକ୍ରମକୁ ବଡ ସଫଳତା ମିଳିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ପକ୍ଷରୁ କୋଭାକ୍ସିନକୁ ଜରୁରୀକାଳୀନ … Read More

ଦେଶରେ ପ୍ରତିଦିନ ୩୧ ପିଲା କରୁଛନ୍ତି ଆତ୍ମହତ୍ୟା

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଭାରତରେ ୨୦୨୦ରେ ଦୈନିକ ହାରାହାରି ୩୧ ଜଣ ପିଲା ଆତ୍ମହତ୍ୟା କରିଥିବା ନେଇ ସରକାରୀ ତଥ୍ୟରୁ ଜଣାପଡ଼ିଛି। କୋଭିଡ୍‌ ମହାମାରୀ ଯୋଗୁ ପିଲାମାନଙ୍କ ମନସ୍ତାତ୍ତ୍ୱିକ ଆଘାତ ବୃଦ୍ଧି ପାଇଥାଇପାରେ ବୋଲି ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି। ଜାତୀୟ … Read More

ସମୁଦ୍ର ତଳୁ ମିଳିଲା ୨ ହଜାର ବର୍ଷ ପୁରୁଣା ‘ପାର୍ଟି ସିଟି

ନୂଆଦିଲ୍ଲୀ, (ଓଡିଶା ଟାଇମ୍):ସ୍କୁବା ଡାଇଭିଂ ସମୁଦ୍ରରେ ୨୦୦୦ ବର୍ଷ ପୁରୁଣା ପାର୍ଟି ସିଟି ଖୋଜି ବାହାର କରିଛନ୍ତି। ଏହି ପାର୍ଟି ସିଟି ବିଷୟରେ ଜାଣିବା ପରେ ବୈଜ୍ଞାନିକମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ସମୁଦ୍ର ତଳେ ମିଳିଥିବା ଏହି ପାର୍ଟି ସିଟିକୁ ରୋମାନ ସମୟର … Read More

କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୩୧୬ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି … Read More

୨୪ ଘଣ୍ଟାରେ ବାହାରିଲେ ୩୧୬ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୧୭୭୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୬ … Read More

ଦାନ୍ତେଓ୍ଵାଡାରେ ମାଓ-ପୋଲିସ ଗୁଳି ବିନିମୟ: ୩ ମହିଳା ମାଓବାଦୀ ମୃତ

ରାୟଗଡା, (ଓଡିଶା ଟାଇମ୍): ଛତିଶଗଡର ନକ୍ସଲ ପ୍ରଭାବିତ ଦାନ୍ତେଓ୍ଵାଡାରେ ରବିବାର ମାଓ ଓ ପୋଲିସ ମଧ୍ୟରେ ଗୁଳି ବିନିମୟରେ ତିନି ଜଣ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଛି। ତିନି ଜଣଙ୍କ ଉପରେ ୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ଘୋଷଣା … Read More

ବିଜେପିର ୮ ଘଣ୍ଟିଆ ବରଗଡ ବନ୍ଦ ପାଳନ

ବରଗଡ଼, (ଓଡିଶା ଟାଇମ୍): ବରଗଡ଼ ତୋରା ଗ୍ରାମର ଗୋବିନ୍ଦ କୁମ୍ଭାର ଓ  ଶିକ୍ଷୟିତ୍ରୀ ମମିତା ମେହେରଙ୍କ ହତ୍ୟାକାଣ୍ଡକୁ ନେଇ ତାତି ଥମୁନି । ଘଟଣାରେ ସଂପୃକ୍ତ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବିରେ ସୋମବାର ବରଗଡ଼ରେ ଆଠ ଘଣ୍ଟିଆ ବନ୍ଦ ପାଳନ … Read More