ଅଷ୍ଟମ ପିଲାଙ୍କ ପାଠପଢା: ୨୭ରୁ ୨୯ ଯାଏ ଶିକ୍ଷଣସ୍ତରର ଆକଳନ ହେବ

ଭୁବନେଶ୍ବର,(ଓଡ଼ିଶା ଟାଇମ୍): ଦୀର୍ଘ ୧୮ ମାସପରେ ଖୋଲିଛି ପ୍ରାଥମିକ ବିଦ୍ୟାଳୟ । ପ୍ରଥମେ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍ ପାଠପଢା ଆରମ୍ଭ ହୋଇଛି । ରାଜ୍ୟରେ ଥିବା ସମସ୍ତ ସରକାରୀ, ବେସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଓଡ଼ିଆ ଇଂରାଜୀ ମାଧ୍ୟମ ବିଦ୍ୟାଳୟର … Read More

ଆଜି ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ

ବାରିପଦା, (ଓଡିଶା ଟାଇମ୍): ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ। ବିଜେପି ପକ୍ଷରୁ ୧୬ ଦଫା ଦାବି ନେଇ କରାଯାଇଥିବା ଏହି ବନ୍ଦ ଯୋଗୁଁ ଜନଜୀବନ ପ୍ରଭାବିତ ହୋଇଛି । ଗାଡିମଟର, ଦୋକାନ ବଜାର ସବୁ ବନ୍ଦ ରହିଥିବା ଦେଖାଯାଇଛି । ସକାଳ … Read More

ସରିଲା ରିମାଣ୍ଡ: ଜେଲ୍ ଗଲା ମମିତାଙ୍କ ହତ୍ୟାକାରୀ ଗୋବିନ୍ଦ

ବଲାଙ୍ଗିର, (ଓଡିଶା ଟାଇମ୍): ବହୁଚର୍ଚ୍ଚିତ ମହାଲିଙ୍ଗ୍ ସନସାଇନ ପବ୍ଲିକ ସ୍କୁଲ୍ ଶିକ୍ଷୟିତ୍ରୀ ମମିତା ମେହେରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଗୋବିନ୍ଦ ସାହୁର ରିମାଣ୍ଡ ଅବଧି ଶେଷ ହୋଇଛି । ରିମାଣ୍ଡ ଅବଧି ଶେଷ ହେବା ପରେ ସେ ପୁଣି ଜେଲ ଯାଇଛି … Read More

ନବମ , ଦଶମ ପରେ ଆଜିଠୁ ସ୍କୁଲ ଯିବେ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍): ଆଜିଠୁ ଖୋଲୁଛି ଅଷ୍ଟମ ଶ୍ରେଣୀ କ୍ଲାସ। ନବମ , ଦଶମ ପରେ ଆଜିଠୁ ଖୋଲୁଛି ଅଷ୍ଟମ ଶ୍ରେଣୀ । ଅନଲାଇନ ବଦଳରେ ଏଣିକି ଶ୍ରେଣୀ ଗୃହରେ ବସି ପାଠ ପଢିବେ ଛାତ୍ରଛାତ୍ରୀ । ତେବେ ସ୍କୁଲରେ କୋଭିଡ … Read More

କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୪୨୫ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୧୨ ବୃଦ୍ଧି ପାଇଛି । … Read More

୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୪୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୮୮୩୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୯ … Read More

ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର

ଭୁବନେଶ୍ବର, (ଓଡିଶା ଟାଇମ୍): କାର୍ତ୍ତିକ ପ୍ରଥମ ସୋମବାରରେ ଶ୍ରଦ୍ଧାଳୁଙ୍କୁ ରାଇଦାମୋଦର ବେଶରେ ଦର୍ଶନ ଦେବେ ମହାପ୍ରଭୁ ଲିଙ୍ଗରାଜ । ସୋମବାର ପାଇଁ ଦୁଇଥର ମହାପ୍ରଭୁଙ୍କର ରାଇଦାମୋଦର ବେଶ କରାଯିବ । ସକାଳ ଧୂପ ସମୟରେ ରାଇଦାମୋଦର ବେଶରେ ବାହାରୁ ଆସିଥିବା ଶ୍ରଦ୍ଧାଳୁଙ୍କ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ କୌଣସି ଏକ କାର୍ଯ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି । ପ୍ରୀତି ଲାଭ ହେବ । ଭାଗ୍ୟଶାଳୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ । ଚାଷୀ- ଚାଷ … Read More

ବିଜେଡିରେ ମିଶିବେ ପ୍ରଦୀପ, ସାମ୍ବାଦିକ ସମ୍ମିଳନୀରେ କଲେ ଘୋଷଣା

ନବରଙ୍ଗପୁର , (ଓଡିଶା ଟାଇମ୍): ବିଡେଜିରେ ମିଶିବେ ପ୍ରଦୀପ ମାଝୀ । ନବରଙ୍ଗପୁରରେ ଶକ୍ତି ପ୍ରଦର୍ଶନ ପରେ ଏହି ଘୋଷଣା କରିଛନ୍ତି ନିଜେ ପ୍ରଦୀପ । କହିଛନ୍ତି ନବୀନଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ମିଶିବି । କେବଳ ସେତିକି ନୁହେଁ … Read More

ଆଜି ଭାରତ-ପାକ୍‌ ମୁକାବିଲା

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ସୁପର ସଣ୍ଡେରେ ସୁପର ମୁକାବିଲା । ଟି-ଟ୍ବେଣ୍ଟି ବିଶ୍ବକପରେ ରବିବାର ଭାରତ ପାକିସ୍ତାନ ମୁକାବିଲା । ମୁହାଁମୁହିଁ ହେବେ ଦୁଇ ଚିରାଚରିତ ପ୍ରତିଦ୍ବନ୍ଦ୍ବୀ । ଏହି ହାଇଭୋଲଟେଜ୍ ମୁକାବିଲା ପାଇଁ ଉଭୟ ଦଳ ଜୋରଦାର ପ୍ରସ୍ତୁତି କରିଛନ୍ତି … Read More