୪ ଜିଲ୍ଲା ଓ ରାଉରକେଲା ମ୍ୟୁନିସିପାଲଟିରେ ସପ୍ତାହର ଶେଷ ଦୁଇ ଦିନ ସଟଡାଉନ୍, ଅଗଷ୍ଟ ୩୧ ଯାଏଁ ଖୋଲିବନି ସ୍କୁଲ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ଯରେ କରୋନା ପାଇଁ ରାଜ୍ୟ ସରକାର କଣ୍ଟେନମେଣ୍ଟ୍ ଜୋନରେ କେବଳ ଲକଡାଉନ୍ ରହିବା ପାଇଁ ଜାରି କରିଛନ୍ତି । ଏହି ଅଞ୍ଚଳରେ ସାଧାରଣ ଚଳାଚଳ ଉପରେ ରୋକ୍ ଲାଗିବ ।  ରାଜ୍ୟରେ  ସବୁଠି ଧାର୍ମିକ ଅନୁଷ୍ଠାନ … Read More

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୬ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ବରରୁ ଆଜି ଆଉ ୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏ ନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୬ ସଂକ୍ରମିତଙ୍କୁ ମିଶାଇ … Read More

ଭୁବନେଶ୍ଵରରୁ ୨୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୨୪୫ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ରାଜଧାନୀ ଭୁବନେଶ୍ଵରରୁ ରହିଛନ୍ତି ୨୫ ସଂକ୍ରମିତ, ଯେଉଁଥିରୁ ୨୩ ଜଣ ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ବା ଲୋକାଲ କେସ୍‌। ହୋମ୍‌ … Read More

ଭୁବନେଶ୍ୱରରୁ ଆଜି ୩୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ବରରୁ ଆଜି ଆଉ ୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୫ ଜଣ ହୋମ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଓ ୧୩ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ବରରୁ … Read More

ସିଲ ହେଲା ଭୁବନେଶ୍ୱରର ବ୍ଲୁ ହ୍ୱିଲ ହସ୍ପିଟାଲ

ଭୁବନେଶ୍ଵର, (ଓଡିଶା ଟାଇମ୍) : ରାଜଧାନୀ ଭୁବନେଶ୍ୱର ସ୍ଥିତ ମଞ୍ଚେଶ୍ୱର ବ୍ଲୁ ହ୍ୱିଲ ହସ୍ପିଟାଲ ସିଲ୍ କରାଯାଇଛି । କୋଭିଡ଼ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ସିଲ କରିଛି ବିଏମସି । ହସ୍ପିଟାଲକୁ କାରଣ ଦର୍ଶାଅ ନୋଟିସ ମଧ୍ୟ ଜାରି କରିଛି ମହାନଗର … Read More

ଆଜି ଭୁବନେଶ୍ୱରରେ ୧୬ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଆଜି ଆଉ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪ ଜଣ ହୋମ୍ କ୍ୱାରେଣ୍ଟିନରେ ଥିବାବେଳେ ୨ଟି ଲୋକାଲ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା … Read More

ଭୁବନେଶ୍ୱରରେ ଆଉ ୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ ) :   ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ଆଜି ରାଜ୍ୟରେ ଆଉ ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା … Read More

ଭୁବନେଶ୍ବର ଡମଣା ଅଞ୍ଚଳରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର ଡମ ଅଞ୍ଚଳରୁ ଜଣେ କରୋନା ଆକ୍ରନ୍ତ ଚିହ୍ନଟ ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୩୮ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଭୁବନେଶ୍ବରର ଜଣେ ଯୁବକ ଅଛନ୍ତି । ଭୁବନେଶ୍ବର ମହାନଗର ନିଗମ … Read More

ହଂସପାଳ ଫ୍ଲାଏଓଭରର ଶିଳାନ୍ୟାସ କଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ହଂସପାଳ ଫ୍ଲାଏଓଭର ଶିଳାନ୍ୟାସ କରିଛନ୍ତି। ଉତ୍ତର ଭୁବନେଶ୍ବର ପରିଷଦ ପକ୍ଷରୁ ହଂସପାଳ ଫ୍ଲାଏଓଭର ନିର୍ମାଣ ଲାଗି ଦୀର୍ଘଦିନରୁ ଦାବି ହୋଇଆସୁଥିଲା। ବହୁ ଟଣାଓଟରା ପରେ ହଂସପାଳ ଫ୍ଲାଏଓଭର ନିର୍ମାଣ … Read More

ଆଗରେ ତାଲା ପଛରେ ପାଲା, ରେନ ଦି ବାରରେ ପୋଲିସର ଛାପା

ଭୁବନେଶ୍ୱର,( ଓଡିଶା ଟାଇମ୍) :  ଭୁବନେଶ୍ୱର-କଟକ ରୋଡରେ ଥିବା ରେନ ଦି ବାରରେ କମିଶନରେଟ ପୋଲିସର ଚଢାଉ । କମିଶନରେଟ ପୋଲିସର କୁଇକ ଆକ୍ସନ ଟିମ ପକ୍ଷରୁ ଉକ୍ତ ବାରରେ ଚଢାଉ କରାଯାଇଥିବା ଜଣାପଡିଛି । ପୋଲିସ ଚଢାଉ ସମୟରେ ବିପୂଳ … Read More