ଆଜି ଜୁନ ୨୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ମନରେ ଉଦ୍‌ବେଗ ଜାତ ହୋଇପାରେ । ଭ୍ରାତୃଭାବ ଅତୁଟ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ବଳି ଓ ଶତ୍ରୁଜୟୀ ହେବେ । ମାନସିକ ଦୁଶ୍ଚିନ୍ତା ଦୂର ହେବ ଓ ଶାନ୍ତି ମିଳିବ । … Read More

ଆଜି ଜୁନ ୨୨ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ପ୍ରଭୂତ ବିତ୍ତର ଅଧିକାରୀ ହୋଇପାରନ୍ତି । ସୁନ୍ଦର ଓ ମୂଲ୍ୟବାନ୍ ବସ୍ତୁ ଲାଭର ସୂଚନା ମିଳୁଛି । ବିଭିନ୍ନ ଦିଗରୁ ସହ-ଯୋଗ ପାଇ ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ … Read More

ଆଜି ଜୁନ ୦୯ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଶାବାଦୀ, ଭାଗ୍ୟଶାଳୀ, ସହନଶୀଳ, ଶାନ୍ତିପ୍ରିୟ ଉଦାର ଓ ବିଦ୍ୟାପ୍ରେମୀ ହେବେ । ବିକଶିତ ବ୍ୟକ୍ତିତ୍ୱର ଅଧିକାରୀ ହୋଇପାରନ୍ତି । ମିତ୍ର ସୁଖ ମିଳିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ । ଚାଷୀ- ଜଳବାୟୁ ବିଭାଗ … Read More

ଆଜି ଜୁନ ୦୧ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜିର ଦିନଟିରେ ହାତକୁ ନେଇଥିବା କାମଗୁଡିକ ସହଜ ଓ ସୁବିଧାରେ ହୋଇଯିବ । ଅବଶ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ସାମାନ୍ୟ ମନ୍ଥର କରିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ । ଚାଷୀ- ଜଳ ସଞ୍ଚୟ … Read More

ଆଜି ଏପ୍ରିଲ ୦୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜି ଆପଣଙ୍କ କଳାନୁରାଗୀ, ସଙ୍ଗୀତପ୍ରିୟ ସାହିତ୍ୟରସିକ ଓ ଚଳଚ୍ଚିତ୍ରପ୍ରେମୀ ଭାବରେ ସମୟ ଅତିବାହିତ କରିବାର ସୁଯ୍ଧେଜ୍ଞ ପାଇବେ । ଆଜି ଟାଉଟରି କରୁଥିବା ଲୋକଟି ପ୍ରତି ସତର୍କ ରୁହନ୍ତୁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ … Read More

ଆଜି ଏପ୍ରିଲ ୦୪ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜିର କର୍ମକ୍ଷେତ୍ରରେ ନିଚ୍ଛକ ସତ୍ୟ କଥା କହି ପରିସ୍ଥିତିକୁ ସୁଧାରି ନେବେ । ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ । ଚାଷୀ- … Read More

ଆଜି ଏପ୍ରିଲ ୦୩ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ପୁରାତନ ରୋଗପୀଡା, ପୂର୍ବ ଶତ୍ରୁତା, ପିଲାଙ୍କ ସମ୍ପର୍କରେ ଚିନ୍ତିତ ରହିବେ । ଯେଉଁ କାମ କରନ୍ତୁନା କାହିଁକି ଠିକ୍ ସମୟରେ ସରିବା କଷ୍ଟକର ହେବ । ବ୍ୟବସାୟିକ ସ୍ଥିତି ପ୍ରାୟତଃ ହାଲୁକା ରହିବ । ଶୁଭ ରଙ୍ଗ ପିଚ୍ । … Read More

ଆଜି ଏପ୍ରିଲ ୦୨ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜି ରାହୁଙ୍କ ସହ ମଙ୍ଗଳ ଓ ଚନ୍ଦ୍ର ଥିବାରୁ କୌଣସି ସିଦ୍ଧାନ୍ତ ନେବାରେ ଅସ୍ଥିରତା ଅନୁଭବ କରିବେ । ସାମାଜିକ ସ୍ତରରେ ନିଜ ଲୋକମାନେ ମଧ୍ୟ ଅନ୍ୟମାନଙ୍କ ସହ ମିଶି ବିରୁଦ୍ଧାଚରଣ କରିବେ । ଶୁଭ ରଙ୍ଗ ନାରଙ୍ଗୀ । … Read More

ଆଜି ମାର୍ଚ୍ଚ ୨୭ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କୀୟ ବାଦାନୁବାଦ ହେତୁ ମନ ବିଷାକ୍ତ ରହିବ । କର୍ମକ୍ଷେତ୍ରରେ ବହୁତ ଦିନରୁ ଅଟକି ରହିଯ୍ଧବଥିବା ସବୁ କାମ ସୁବିଧାରେ ହୋଇଯିବ । ପରିବହନରେ ଶିଥିଳତା ଦେଖା ଦେବ । ଶୁଭ ରଙ୍ଗ ଲାଲ୍ । … Read More

ଆଜି ମାର୍ଚ୍ଚ ୨୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡିପାରେ । ଭଲ ଭଲ କହୁଥିବା ନ୍ଖଳଙ୍କ ସମ୍ପର୍କୀୟମାନେ ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାରୁ ଶୁଣିବାକୁ ପାଇବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ । … Read More