ରାଜ୍ୟରେ ଆଉ ୬୮୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟାରେ ୬୮୭ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୧୮ ହଜାର ଟପି ୧୮୦୬୦ରେ ପହଞ୍ଚିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ମଙ୍ଗଳବାର ଟ୍ଵିଟ୍ … Read More

ରାଜଧାନୀରେ ଆଉ ୨୧୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀ ଭୁବନେଶ୍ୱର ଦିନକୁ ଦିନ ସଂକ୍ରମିତ ହେବାରେ ଲାଗିଛି । ଆଜି ଭୁବନେଶ୍ୱରରେ ୨୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୨୧୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୦ଜଣ ଓ … Read More

କ୍ୟାପିଟାଲ ହସ୍ପିଟାଲରେ ପ୍ଲାଜମା ବ୍ୟାଙ୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲରେ ପ୍ଲାଜମା ଥେରାପି ବ୍ୟବସ୍ଥା ଆରମ୍ଭ ହୋଇଛି । ଭିଡ଼ିଓ କନଫରେନ୍ସରେ ଏହି ବ୍ୟବସ୍ଥାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ପ୍ଲାଜମା ସମ୍ପର୍କିତ ଭିଡ଼ିଓ ଚିତ୍ରକୁ ମଧ୍ୟ ଉଦଘାଟନ … Read More

କଟକ ସହରରୁ ଆଉ ୪୧ କରୋନା ପଜିଟିଭ୍ ଚିହ୍ନଟ

କଟକ, (ଓଡିଶା ଟାଇମ୍) : ରାଜ୍ୟରେ ହୁ ହୁ ହୋଇ କରୋନା ବଢିବାରେ ଲାଗିଛି। ଏ ହାରି ମଧ୍ୟରେ ଆଜି କଟକ ସହରରୁ ଆଉ ୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରେ ୩୯ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୨ଜଣ … Read More

ପ୍ଲାଜମା ଥେରାପିରେ ସୁସ୍ଥ ହେଲେ ଗଞ୍ଜାମର ତିନି କରୋନା ଆକ୍ରାନ୍ତ

ଗଞ୍ଜାମ, (ଓଡିଶା ଟାଇମ୍) : ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ କରୋନା ମୁକାବିଲା ଦିଗରେ ସଫଳ ହୋଇଛି ପ୍ଲାଜମା ଥେରାପି । ଗଞ୍ଜାମରେ ପ୍ଲଜମା ଥେରାପି ନେଇଥିବା ୩ କରୋନା ରୋଗୀ ସୁସ୍ଥ … Read More

ଗଜପତିରେ ୪ ଦିନ ସଟଡାଉନ୍, ୩ଦିନ ଲକଡାଉନ୍

ଗଜପତି, (ଓଡିଶା ଟାଇମ୍) :କରୋନା ସଙ୍କଟ ପାଇଁ ଏଣିକି ଗଜପତିରେ ୪ ଦିନିଆ ସଟଡାଉନ ଲାଗୁ ହେବ । ପ୍ରତି ସପ୍ତାହର ଗୁରୁବାରଠାରୁ ରବିବାର ଯାଏଁ ୯୬ ଘଣ୍ଟିଆ ସଟଡାଉନ ଘୋଷଣା କରାଯାଇଛି । ଗଜପତିରେ ଆସନ୍ତା ୩୦ରୁ ୪ ଦିନିଆ … Read More

ରାଜ୍ୟରେ ଆଜି ଆଉ ୭ ପ୍ରାଣ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ମଙ୍ଗଳବାର କରୋନା ଆକ୍ରାନ୍ତରେ ପୁଣି ୭ ଜଣଙ୍କ ମୃତ୍ୟୁ ହୋଇଛି। ୭ଜଣଙ୍କ ମଧ୍ୟରୁ ଭୁବନେଶ୍ବରର ଜଣେ ୫ ବର୍ଷୀୟ ଶିଶୁପୁତ୍ରର ମୃତ୍ୟୁ ଘଟିଛି । ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୫୪ରେ ପହଞ୍ଚିଛି। … Read More

ରାଜ୍ୟରେ ଆଉ ୧୨୧୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୨୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୧୦୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଦେଶରେ ବଢୁଛି କରୋନା ସଂକ୍ରମଣ; ଦିନକରେ ୪୭,୭୦୪ ଆକ୍ରାନ୍ତ ଓ ୬୫୪ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୪ ଲକ୍ଷ ୮୩ ହଜାର ୧୫୭ରେ ପହଞ୍ଚିଛି । ଦେଶରେ କରୋନା ଜନିତ … Read More

ରାଜ୍ୟ ପାଇଁ ଭଲ ଖବର: ସୁସ୍ଥ ହେଲେ ଆଉ ୫୮୧ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆଜି ଆଉ ୫୮୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଆରୋଗ୍ୟ ଲାଭ କରିଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩୭୩ରେ ପହଁଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ … Read More