ସମ ହସ୍ପିଟାଲରେ କୋଭିଡ 19 ଭ୍ୟାକସିନର ମାନବ ପରୀକ୍ଷଣ ଆରମ୍ଭ

ଭୁବନେଶ୍ୱର, (ଓଡିଶା ଟାଇମ୍) : କରୋନା ମହାମାରୀର ମୁକାବିଲା କରିବା ନିମନ୍ତେ କୋଭିଡ-19 ଭ୍ୟାକସିନର ମାନବ ପରୀକ୍ଷଣ ଆଜି ଇଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ସମ୍ ହସ୍ପିଟାଲରେ ଆରମ୍ଭ ହୋଇଛି । ସମ୍ ହସ୍ପିଟାଲରେ ଏହି ପରୀକ୍ଷଣ ନିମନ୍ତେ ଗତ … Read More

ଭୁବନେଶ୍ୱରରେ ଆଜି ୧୫୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀ ଭୁବନେଶ୍ୱରରୁ ଆଉ ୧୫୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୪୧ଟି ସ୍ଥାନୀୟ କେସ୍ ରହିଥିବା ବେଳେ କ୍ୱାରେଣ୍ଟାଇନରୁ ୧୧୮ଟି କେସ୍ ରହିଛି । ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା … Read More

୩ଦିନ ପାଇଁ ରାୟଗଡ଼ା ଥାନା ସିଲ୍

ରାୟଗଡ଼ା, (ଓଡିଶା ଟାଇମ୍) : ରାଜ୍ୟରେ ହୁ ହୁ ହୋଇ କରୋନା ବଢିବାରେ ଲାଗିଛି। ଆସନ୍ତା ୩ଦିନ ପାଇଁ ରାୟଗଡ଼ା ଥାନାକୁ ସିଲ୍‌ କରାଯାଇଛି । ୧୪ ଜଣ ଯବାନ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପଦକ୍ଷେପ ନେଇଛି ସ୍ଥାନୀୟ ପ୍ରଶାସନ … Read More

୩ କୋଭିଡ ଟେଷ୍ଟିଂ ସେଣ୍ଟରର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁଲାଇ ୨୭ ତାରିଖରେ ଭିଡିଓ କନଫରେନ୍ସିଂ ଜରିଆରେ ଉଚ୍ଚ ଶ୍ରେଣୀ ଯୁକ୍ତ  ୩ଟି କୋଭିଡ ଟେଷ୍ଟିଂ ସେଣ୍ଟରର ଶୁଭାରମ୍ଭ କରିବେ । ଯାହା ଦେଶରେ କରୋନା ଭାଇରସ୍ ଟେଷ୍ଟିଂ କ୍ଷମତାକୁ ବୃଦ୍ଧି କରିବା … Read More

ଆଜି ଆଉ ୭ ପ୍ରାଣ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୫୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କର … Read More

ଦେଶରେ ୧୪ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୨୪ ଘଣ୍ଟାରେ ସର୍ବାଧିକ ୪୯ ହଜାରରୁ ଉର୍ଦ୍ଧ୍ୱ ପଜିଟିଭ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୪ ଲକ୍ଷ ୩୫ ହଜାର ୪୫୩ରୁ ଅଧିକ ଟପିଛି। ଦେଶରେ କରୋନା ଜନିତ … Read More

ରାଜ୍ୟରେ ଆଉ ୧୫୦୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୮୯୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ … Read More

ଭଦ୍ରକରେ ୭୨ ଘଣ୍ଟା ପାଇଁ ଗୋଟିଏ ଓ୍ୱାର୍ଡ ସଟ୍‌ଡାଉନ୍

ଭଦ୍ରକ, (ଓଡିଶା ଟାଇମ୍) :ରାଜ୍ୟରେ ଦିନକୁ ଦିନ ବଢିଚାଲିଛି କରୋନା ସଂକ୍ରମଣ । ଯାହାକୁ ଦୃଷ୍ଟିରେ ରଖି ଭଦ୍ରକ ପୌରାଞ୍ଚଳର ୩୦ୱାର୍ଡରୁ ୧୨ ୱାର୍ଡକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି । ତାହାମଧ୍ୟରୁ ଗୋଟିଏ ୱାର୍ଡକୁ ୭୨ ଘଣ୍ଟା ପାଇଁ … Read More

ଭଲ ଖବର, ରାଜ୍ୟରେ ସର୍ବାଧିକ ୮୬୪ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଏବେ ଦୈନିକ ହଜାରେରୁ ଉର୍ଦ୍ଧ୍ଵ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଶ୍ଵସ୍ତିକର କଥା ସଂକ୍ରମିତଙ୍କ ସହ ତାଳ ଦେଇ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ସର୍ବାଧିକ ୮୬୪ … Read More

ଭୁବନେଶ୍ୱରରେ ଆଉ ୧୬୩ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ୨୪ ଘଣ୍ଟା ମଧ୍ୟରେ ଆଉ ୧୬୩ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୧୦୪ଟି କ୍ୱାରେଣ୍ଟାଇନ୍ କେସ୍ ଥିବା ବେଳେ ୫୯ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୪୬ ଜଣ … Read More