କରୋନା ନେଲା ଆଉ ୫ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡିଶାରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ … Read More

ରାଜ୍ୟରେ ସର୍ବାଧିକ ୧୦୭୮ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୦୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୮୩୫ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ … Read More

ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି; ଦିନକରେ ୩୭,୭୨୪ ଆକ୍ରାନ୍ତ ଓ ୬୪୮ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୧ ଲକ୍ଷ ୯୨ ହଜାର ୯୧୫ରେ ପହଞ୍ଚିଛି । ଦେଶରେ କରୋନା ଜନିତ … Read More

ଆଜିଠୁ ୧୦ ଦିନ ଯାଏ ସମ୍ବଲପୁର ସଟ୍‌ଡାଉନ୍ 

ସମ୍ବଲପୁର, (ଓଡିଶା ଟାଇମ୍) : ଆଜିଠୁ ୧୦ ଦିନ ଯାଏ ସମ୍ବଲପୁର ଜିଲ୍ଲାକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଅନୁଯାୟୀ ୨୨ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ୪ଦିନ … Read More

‘ରାତିରେ ଗଡିବ ୨୨ଟି ଅଟୋ’

ବ୍ରହ୍ମପୁର, (ଓଡିଶା ଟାଇମ୍) : ଲକ୍ ଡାଉନରେ ଲୋକଙ୍କ ସୁବିଧା ପାଇଁ ଅର୍ଥାତ୍ ଏହି ସମୟରେ ଲୋକଙ୍କୁ ଜରୁରୀକାଳୀନ ସେବା ପ୍ରଦାନ କରିବା ଲାଗି ୨୨ଟି ଅଟୋ ଚଳାଚଳ କରିବ । ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି … Read More

ଆଜିଠାରୁ ଭୁବନେଶ୍ୱର ସମ୍‌ରେ ଦେଶୀ କରୋନା ଟୀକା ପରୀକ୍ଷଣ

କୋଭିଡ଼୍‌ – ୧୯ ପାଇଁ ଭାରତରେ ନିର୍ମିତ ପ୍ରଥମ ଟୀକା କୋଭାକ୍ସିନ୍‌ର ପ୍ରଥମ ପର୍ଯ୍ୟାୟ ପରୀକ୍ଷା ଚାଲିଛି । ଦେଶରେ କରୋନା ମାମଲା ୧୧ଲକ୍ଷ ଅତିକ୍ରମ କରିଛି । ପରିସ୍ଥିତିକୁ ଦେଖି ଟୀକା ବିକାଶ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । କୋଭାକ୍ସିନ୍ … Read More

ଅକ୍ସଫୋର୍ଡର କରୋନା ଟୀକା ଆସୁଛି, ଜାଣନ୍ତୁ ନାମ କ’ଣ ହେବ, କେତେ ଦାମରେ ମିଳିବ

କୋଭିଡ଼୍‌-୧୯ ମହାମାରୀର ମୁକାବିଲା ପାଇଁ ଟୀକା ତିଆରି ପ୍ରକ୍ରିୟାରେ ନିୟୋଜିତ ଥିବା ବିଶ୍ୱର ଅନେକ ଅନୁଷ୍ଠାନ ବିଭିନ୍ନ ପରୀକ୍ଷଣରେ ସଫଳ ହୋଇଛନ୍ତି । ଏହି ପରିପ୍ରେକ୍ଷୀରେ, ବ୍ରିଟେନର ଅକ୍ସଫୋର୍ଡ ୟୁନିଭରସିଟିର କରୋନା ଟୀକା ସାମ୍ନାକୁ ଆସିଛି । ଯଦି ଏହି ଟୀକା … Read More

ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୪୦୦ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୪୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆରୋଗ୍ୟଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୦୯ରେ ପହଁଚିଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୧୩୭ ଜଣ … Read More

କଟକ ସହରରୁ ଆଉ ୩୨ କରୋନା ପଜିଟିଭ୍ ଚିହ୍ନଟ

କଟକ, (ଓଡିଶା ଟାଇମ୍) :କଟକ ସହରରୁ ଆଜି ୩୨ ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫ଜଣ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରେ ଚିହ୍ନଟ ହୋଇଥିବା … Read More

ରାଜଧାନୀରୁ ଆଉ ୨୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ହୁ ହୁ ହୋଇ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଭୁବନେଶ୍ୱରରୁ ଆଉ ୨୧ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୬ ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ … Read More