ସମ୍ବଲପୁର ଜିଲ୍ଲାରେ ୧୦ଦିନିଆ ସଟ୍‌ଡାଉନ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ସମ୍ବଲପୁର ଜିଲ୍ଲାରେ ୧୦ ଦିନିଆ ସଟ୍ ଡାଉନ୍ । ଦୁଇଟି ପର୍ଯ୍ୟାୟରେ ଏହି ସଟ୍ ଡାଉନ୍ ଜାରି କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ୨୨ରୁ ୨୫ ତାରିଖ ୪ ଦିନ ସଟ୍ ଡାଉନ୍ କରାଯିବ । … Read More

ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ଟେଲିମେଡିସିନ ସେବା

ଭଦ୍ରକ, (ଓଡିଶା ଟାଇମ୍) :  ରାଜ୍ୟରେ ହୁ ହୁ ହୋଇ କରୋନା ସଂଖ୍ୟା ବଢିବାରେ ଲାଗିଛି। ଏହା ସହ ଭଦ୍ରକ ଜିଲାରେ ମଧ୍ୟ କରୋନା ସଂଖ୍ୟା ବଢୁଛି । କରୋନା ମହାମାରୀ ସଙ୍କଟ ସମୟରେ  ଜିଲ୍ଲାବାସୀଙ୍କୁ ଘରେ ବସି ସ୍ବାସ୍ଥ୍ୟ ସେବା … Read More

ଗଜପତି ADM କରୁଣାକର ରାଇକାଙ୍କ ମୃତ୍ୟୁ, କୋଭିଡ୍ ହସ୍ପିଟାଲ୍ ପରିଚାଳନା ଦାୟିତ୍ବରେ ଥିଲେ

ଗଜପତି, (ଓଡିଶା ଟାଇମ୍) : ଗଜପତି ଅତିରିକ୍ତ ଜିଲ୍ଲାପାଳ କରୁଣାକର ରାଇକାଙ୍କ ମୃତ୍ୟୁ ହୋଇଛି । ଗଜପତି ଜିଲ୍ଲା କୋଭିଡ୍ ହସ୍ପିଟାଲ ଓ କେୟାର ସେଣ୍ଟର ପରିଚାଳନା ଦାୟିତ୍ବରେ ଥିଲେ କରୁଣାକର ରାଇକା । ସୂଚନା ଅନୁସାରେ ଗତ କିଛି ଦିନ … Read More

ରାଜ୍ୟରେ ଶହେ ଟପିଲା କରୋନା ମୃତ୍ୟୁସଂଖ୍ୟା, ଆଉ ୬ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ) : ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଏହାରି ମଧ୍ୟରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ଆଜି ରାଜ୍ୟରେ ୬୪୭ … Read More

ରାଜ୍ୟରେ ଆଉ ୬୪୭ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୬୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୭୫୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ … Read More

ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି; ଦିନକରେ ୩୭,୧୪୮ ଆକ୍ରାନ୍ତ ଓ ୫୮୭ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୧ ଲକ୍ଷ ୫୫ ହଜାର ୧୯୧ରେ ପହଞ୍ଚିଛି । ଦେଶରେ କରୋନା ଜନିତ … Read More

ଗଞ୍ଜାମ ଜିଲ୍ଲାରେ ଆଜିଠୁ ଆରମ୍ଭ ହେବ ପ୍ଲାଜମା ଥେରାପି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗଞ୍ଜାମ ଜିଲାରେ ଅଣ ଆୟତ୍ତ କରୋନା ସଂକ୍ରମିତ। ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି । କରୋନା ମୁକାବିଲା ପାଇଁ ଆଜିଠାରୁ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହେବାକୁ ଯାଉଛି ପ୍ଲାଜମା ଥେରାପି … Read More

ଅକ୍ସଫୋର୍ଡ କରୋନା ଟୀକା ସଫଳ ଓ ସୁରକ୍ଷିତ

ବ୍ରିଟେନର ଅକ୍ସଫୋର୍ଡ ୟୁନିଭରସିଟି କରୋନା ଭୂତାଣୁ ଟୀକା ମଣିଷ ଉପରେ ପ୍ରଥମ ପରୀକ୍ଷଣର ଫଳାଫଳ ଦି ଲାନସେଟରେ ପ୍ରକାଶ ପାଇଛି । ଅନୁସନ୍ଧାନ ରିପୋର୍ଟ ଅନୁଯାୟୀ, ଯେତେବେଳେ ଟୀକା ଦିଆଯାଉଥିଲା ଏବଂ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟ ଗୁରୁତର ନଥିଲା, ସେତେବେଳେ ଆଣ୍ଟିବଡ଼ି … Read More

ଘରୋଇ ବସ୍ ପାଇଁ ଟାକ୍ସ ରିହାତି କଲେ ସରକାର

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ନିଜର କାୟାବିସ୍ତାର କରିବାରେ ଲାଗିଛି। ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି । ଯାହାକି ସରକାର ମହାମାରୀକୁ ରୋକିବା ଲାଗି ଲକ୍ ଡାଉନ୍ ବ୍ୟବସ୍ଥା କରିଛନ୍ତି । ଏହି … Read More

ଭଲ ଖବର: ରାଜ୍ୟରେ ପୁଣି ସୁସ୍ଥ ହେଲେ ୪୫୭ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୪୫୭ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ମୋଟ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୧୨,୯୦୯ରେ ପହଁଚିଛି । ଗଞ୍ଜାମ ଜିଲ୍ଲାରୁ ୧୧୮, ନୟାଗଡ଼ରୁ ୫୩, କଟକରୁ … Read More