ଭୁବନେଶ୍ୱରରୁ ଆଜି ପୁଣି ୧୪ ପଜିଟିଭ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱରରୁ ଆଜି ୧୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୪ ପଜିଟିଭଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୦ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ୨୯ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । … Read More
Updates, announcements and analytical Stories related to Corona Virus Pandemic.
ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱରରୁ ଆଜି ୧୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୪ ପଜିଟିଭଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୦ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ୨୯ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । … Read More
ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଛି । ଛାତ୍ରଛାତ୍ରୀମାନେ ବୋର୍ଡର ଓ୍ୱେବସାଇଟରେ ନିଜର ଫଳ ଦେଖିପାରିବେ । କରୋନା ଭାଇରସ ପାଇଁ ରେଜଲ୍ଟ ପ୍ରକାଶରେ ସାମାନ୍ୟ ବିଳମ୍ବ ହୋଇଛି । cbseresults.nic.in ରେ ଛାତ୍ରଛାତ୍ରୀମାନେ ସେମାନଙ୍କ … Read More
ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ସଙ୍କଟ ମଧ୍ୟରେ ଶେଷ ହୋଇଛି ମାଟ୍ରିକ ଖାତାଦେଖା । ଏବେ ଆରମ୍ଭ ହୋଇଛି ଟାବୁଲେସନ । ଜୁଲାଇ ୩୧ ସୁଦ୍ଧା ମାଟ୍ରିକ୍ ରେଜଲ୍ଟ ବାହାରିବ ବୋଲି ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ … Read More
ଭୁବନେଶ୍ବର, (ଓଡିଶା ଟାଇମ୍) : କଟକ ସହରରୁ ହଟିଛି ସଟ୍ ଡାଉନ କଟକଣା। ଆଜିଠୁ ସଂଧ୍ୟା ୬ଟା ଯାଏ ଦୋକାନବଜାର ଖୋଲିପରିବା। କିନ୍ତୁ ସଂଧ୍ୟା ୭ଟାରୁ ପରଦିନ ସକାଳ ୫ଟା ଯାଏ ରାତ୍ରୀକାଳୀନ କର୍ଫ୍ୟୁ ଜାରି ରହିବ। ଔଷଧ ଦୋକାନ ପାଇଁ … Read More
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତକଙ୍କ ସଂଖ୍ୟା ୭୦ରେ ପହଁଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ … Read More
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ତେଣୁ ପ୍ରାୟ ସବୁ ଜିଲ୍ଲାରେ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି। ଏହାରି ମଧ୍ୟରେ ଆଜି ନୟାଗଡ଼ ଜିଲ୍ଲାରେ ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ହଟସ୍ପଟ … Read More
ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୮ ଲକ୍ଷରୁ ଅଧିକ ଟପିଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩,୧୭୪ରେ … Read More
ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୭୩୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ … Read More
କୌଣସି ବାହ୍ୟ ଚାପରେ ଭଲ ପ୍ରଦର୍ଶନ କଲାବେଳେ ଜଣେ ବ୍ୟକ୍ତି ବା ଅନୁଷ୍ଠାନର ପ୍ରକୃତ ସତ୍ୟ ବାହାରକୁ ଆସେ । ଏହା ତାଙ୍କ ଉପରେ ଲୋକଙ୍କ ବିଶ୍ୱାସ ବଢ଼ାଇଥାଏ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପାଇଁ ମଧ୍ୟ ଏହି ସୁଯୋଗ ଆସିଛି … Read More
ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ୩୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ସୁସ୍ଥ ସଂଖ୍ୟା ୮,୭୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ … Read More