ରାଜ୍ୟ ପାଇଁ ଖୁସି ଖବର, ଆଜି ୩୮୮ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ୩୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୮୩୬୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। … Read More











