ରାଜ୍ୟ ପାଇଁ ଭଲ ଖବର,ସୁସ୍ଥ ହେଲେ ଆଉ ୩୦୩ କରୋନା ଆକ୍ରାନ୍ତ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ସର୍ବାଧିକ ୩୦୩ ଜଣ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୭୦୦୬କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷ୍ୟରୁ … Read More











