ବାହୁଡ଼ିଲେ ମହାପ୍ରଭୁ, ସିଂହଦ୍ୱାର ସମ୍ମୁଖରେ ପହଞ୍ଚିଲା ୩ରଥ

ପୁରୀ, (ଓଡିଶା ଟାଇମ୍) : ବିନାଭକ୍ତରେ ହେଉ ପଛକେ ଶ୍ରୀଗୁଣ୍ଡିଚା ଯାତ୍ରା ଭଳି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ମଧ୍ୟ ଖୁବ୍‌ ସୁନ୍ଦର ଭାବେ ସୁରୁଖୁରୁରେ ସମ୍ପନ୍ନ ହୋଇଛି । ପ୍ରତିବର୍ଷ ଘୋଷଯାତ୍ରା ସମୟରେ ଯେଉଁଠି ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ବଡ଼ଦାଣ୍ଡ … Read More

ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୧୬୪ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୩୫୩ରେ ପହଁଚିଛି । ସୁସ୍ଥ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୪୮ … Read More

କଟକରୁ ଆଜି ୭ କରୋନା ପଜିଟିଭ୍ ଚିହ୍ନଟ, ୬ ଜଣଙ୍କର କ୍ୟାନସର ହସ୍ପିଟାଲ ଲିଙ୍କ୍

କଟକ, (ଓଡିଶା ଟାଇମ୍) : କଟକରୁ ଆଜି ଆଉ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତ ୬ ଆକ୍ରାନ୍ତ କ୍ୟାନସର ହସ୍ପିଟାଲର ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଡାକ୍ତର, ନର୍ସ ଓ ଆଟେଣ୍ଡାଣ୍ଟ ମଧ୍ୟ … Read More

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୃତକ ଗଞ୍ଜାମ ଜିଲ୍ଲାର ୫୨ ବର୍ଷୀୟ ପୁରୁଷ ବୋଲି ଜଣାପଡିଛି। ମୃତକ ଜଣଙ୍କ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ ତାଙ୍କର ମୃତ୍ୟୁ କରୋନା ଜନିତ ନୁହେଁ … Read More

ଦେଶରେ ଗୋଟିଏ ଦିନରେ ୧୮ ହଜାର ୬୫୩ ନୂଆ ସଂକ୍ରମିତ ଚିହ୍ନଟ ଓ ୫୦୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ ବଢୁଛି କରୋନା ପ୍ରଭାବ। ପ୍ରତିଦିନ ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ପୁଣି ୧୮ ହଜାର ୬୫୩ ଆକ୍ରାନ୍ତ ଚିହ୍ନଟ କରାଯାଇଛି। ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୫ … Read More

ରାଜ୍ୟରେ ଆଉ ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୨୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୧୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଆଜିଠାରୁ କାଉଣ୍ଟରରେ ସିଧା ସଳଖ ମିଳିବ ମଦ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜିଠୁ ଅନଲାଇନ ସହ ଅଫଲାଇନରେ ବି ମିଳିବ ମଦ । ସକାଳ ୭ରୁ ସନ୍ଧ୍ୟା ୬ ଯାଏଁ ମଦ ବିକ୍ରି ପାଇଁ ଅନୁମତି ମିଳିଛି । ଏଥିପାଇଁ ଅବକାରୀ ବିଭାଗ ପକ୍ଷରୁ ଅନୁମତି ମିଳିଛି । … Read More

ବିଏମସି କାର୍ଯ୍ୟାଳୟରେ ଜନସାଧାରଣ ପ୍ରବେଶ ଉପରେ ଜାରି ହେଲା କଟକଣା

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଏମ୍‌ସି କାର୍ଯ୍ୟାଳୟରେ ଲୋକଙ୍କ ପ୍ରବେଶ ଉପରେ କଟକଣା। ବିଏମ୍‌ସି ପକ୍ଷରୁ ଲଗାଗଲା କଟକଣା। ରାଜଧାନୀରେ ସ୍ଥାନୀୟ ସଂକ୍ରମଣ ବୃଦ୍ଧିକୁ ଦେଖି ବିଏମ୍‌ସିର ନିଷ୍ପତ୍ତି। ଆଜିଠୁ କଡାକଡି ହେବ ଏନ୍‌ଫୋର୍ସମେଣ୍ଟ। ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା … Read More

ରାଜ୍ୟରେ ରାତି ୯ରୁ ସକାଳ ୫ ଯାଏଁ ରାତ୍ରୀକାଳିନ କର୍ଫ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ରାତ୍ରୀକାଳିନ କର୍ଫ୍ୟୁର ସମୟସୀମାକୁ ରାତି ୯ରୁ ସକାଳ ୫ଟା ଯାଏଁ କରାଯାଇଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ । ମୁଖ୍ୟ ଶାସନ ସଚିବ କହିଥିଲେ ଯେ, … Read More

ରାଜ୍ୟ ପାଇଁ ଖୁସି ଖବର, ସୁସ୍ଥ ହେଲେ ୨୪୩ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ ୨୪୩ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ମୋଟ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୫୧୮୯ରେ ପହଁଚିଛି । ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଜପତିର ୫୯ … Read More