ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୯ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୮୫୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

କରୋନା ଅପଡେଟ : ଦିନକରେ ୧୪,୫୧୬ ସଂକ୍ରମିତ, ୩୭୫ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଗୋଟିଏ ଦିନରେ ୧୪ ହଜାର ୫୧୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ମୋଟ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ୯୫ ହଜାର ୪୮ରେ ପହଞ୍ଚିଛି। ଏହା ବ୍ୟତୀତ ଗତ ୨୪ ଘଣ୍ଟାରେ ୩୭୫ ରୋଗୀଙ୍କ ମୃତ୍ୟୁ … Read More

ରଥଯାତ୍ରା ବିବାଦ ଏବେବି ଅଦାଲତରେ, ସୁପ୍ରିମକୋର୍ଟରେ ୫ ମାମଲା

ଭୁବନେଶ୍ଵର, (ଓଡିଶା ଟାଇମ୍) : ଚଳିତ ବର୍ଷ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବନ୍ଦ ରଖିବା ପାଇଁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେବା ପରେ ଏହି ଆଦେଶର ପୁନର୍ବିଚାର ତଥା ସଂଶୋଧନ ପାଇଁ ଶୁକ୍ରାବର ପାଞ୍ଚଟି ପିଟିସନ୍‌ ରୁଜୁ ହୋଇଛି । ପ୍ରଥମ ପିଟିସନ୍‌ଟି … Read More

ରାଜ୍ଯ ପାଇଁ ଭଲ ଖବର: କରୋନାରୁ ସୁସ୍ଥ ହେଲେ ଆଉ ୧୫୩ ଜଣ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୫୩ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ସୁସ୍ଥ ହୋଇଥିବା ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୨୦୦ରେ ପହଁଚିଛି । ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକର ୪୩, ଜଗତସିଂପୁରର … Read More

କୋରୋନା ପଜିଟିଭ ସତୈନ୍ଦ୍ର ଜୈନ, ବିଗୁଡ଼ୁଛି ସ୍ୱାସ୍ଥ୍ୟାବସ୍ଥା !

ନୂଆଦିଲ୍ଲୀ , (ଓଡିଶା ଟାଇମ୍): ଦିଲ୍ଲୀର ସ୍ଵାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ଵାସ୍ଥ୍ୟବସ୍ଥା ପୁଣି ଥରେ ବିଗିଡିଛି। ସତ୍ୟେନ୍ଦ୍ରଙ୍କୁ ନିଃଶ୍ଵାସ ପ୍ରଶ୍ଵାସ ନେବାରେ କଷ୍ଟ ଅନୁଭବ ହେଉଥିବାରୁ ତାଙ୍କୁ ଅକ୍ସିଜେନ୍‌ ସପୋର୍ଟରେ ରଖାଯାଇଛି। ଉଲ୍ଲେଖନୀୟ ଦିଲ୍ଲୀର ସ୍ଵାସ୍ଥ୍ୟ ମନ୍ତ୍ରୀ ଦୁଇ ଦିନ … Read More

ପିପିଇ କିଟ୍‌ ପିନ୍ଧି ଭୋଟ ଦେଲେ କରୋନା ଆକ୍ରାନ୍ତ କଂଗ୍ରେସ ବିଧାୟକ

ଭୋପାଳ, (ଓଡିଶା ଟାଇମ୍) : ଦେଶର ୮ଟି ରାଜ୍ୟର ୧୯ଟି ଆସନ ପାଇଁ ଆଜି ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ହେଉଛି। ମଧ୍ୟପ୍ରଦେଶରେ ଆଜି ୩ଟି ଆସନ ପାଇଁ ମତ ସଂଗ୍ରହ ଚାଲିଛି। ଏହା ଭିତରେ ଶୁକ୍ରବାର ଦ୍ବିପ୍ରହରରେ ଏକ ନିଆରା … Read More

ଭୁବନେଶ୍ବରରୁ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ୧୭ଜିଲ୍ଲାରୁ ଆଜି ଆଉ ନୂଆ ୧୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭ଜଣ ଭୁବନେଶ୍ୱରର । ଏହାସହ ୭ଜଣଙ୍କ ମଧ୍ୟରେ ୪ଜଣ ହୋମ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩ଜଣ … Read More

ରଥଯାତ୍ରା ବନ୍ଦ ପ୍ରସଙ୍ଗ: ରାୟକୁ ସ୍ବାଗତ ସହ ପୁନର୍ବିଚାର ପାଇଁ ସୁପ୍ରିମକୋର୍ଟଙ୍କୁ ଶଙ୍କରାଚାର୍ଯ୍ୟଙ୍କ ପ୍ରସ୍ତାବ

ଭୁବନେଶ୍ବର, (ଓଡିଶା ଟାଇମ୍) : ରଥଯାତ୍ରା ନେଇ ସୁପ୍ରିମକୋର୍ଟଙ୍କ ରାୟ ପରେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ କୋର୍ଟଙ୍କ ନିଷ୍ପତ୍ତି ସ୍ୱାଗତଯୋଗ୍ୟ । ଏହାସହ ସେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିର ପୁନର୍ବିଚାର ଆବେଦନ … Read More

ଲଗାତାର ୧୩ ଦିନରେ ତୈଳଦରରେ ବୃଦ୍ଧି, ଲିଟର ପିଛା ୮୦ ଟଙ୍କା ଛୁଇଁଲା

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଦେଶରେ କ୍ରମାଗତ ୧୩ ଦିନ ପାଇଁ ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ଘଟିଛି। ତୈଳ ବିପଣନ କମ୍ପାନୀଗୁଡ଼ିକ ଶୁକ୍ରବାର ପୁଣି ଥରେ ତୈଳଦର ବୃଦ୍ଧି କରିଛନ୍ତି। ଶୁକ୍ରବାର ପେଟ୍ରୋଲ ଓ ଡିଜେଲ ଦର … Read More

ରାଜ୍ୟରେ ପୁଣି ଚିହ୍ନଟ ହେଲେ ୧୬୫ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୬୭୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More