କୋଭିଡ୍‌ ଟୀକା ପରୀକ୍ଷା ପାଇଁ ଶରୀର ଉତ୍ସର୍ଗ କରିବାକୁ ଚାହୁଁଛନ୍ତି ଯୁବକ

କେନ୍ଦ୍ରାପଡ଼ା, (ଓଡ଼ିଶା ଟାଇମ୍‌) :କରୋନା ପାଇଁ ସମଗ୍ର ପୃଥିବୀ ଆତଙ୍କିତ ହୋଇ ପଡ଼ିଛି । କରୋନାରେ ଲକ୍ଷ ଲକ୍ଷ ଲୋକ ବି ପ୍ରାଣ ହରାଇ ସାରିଳେଣି । କରୋନାରୁ ମୁକ୍ତି ପାଇବା ପାଇଁ ଭାରତ ସମେତ ପୃଥିବୀର ଅନେକ ଦେଶ କରୋନା … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୦୮ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୦୮କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୧୬୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ … Read More

ଭାରତରେ କରୋନା: ପୁଣି ୩୮୦ ମୃତ

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଭାରତରେ ମହାମାରୀ କରୋନା ଭୂତାଣୁ ଦିନକୁ ଦିନ ଭୟଙ୍କର ରୂପ ନେଉଛି। ଭୂତାଣୁ ଥମିବାର ନା ଧରୁନାହିଁ। ପ୍ରତିଦିନ ୧୦ ହଜାରରୁ ଅଧିକ ରୋଗୀ ଏଥିରେ ସଂକ୍ରମିତ ହେଉଛନ୍ତି। ମୃତ୍ୟୁ ସଂଖ୍ୟା ୧୦ ହଜାର … Read More

ଆସନ୍ତାକାଲିଠାରୁ ରାଜ୍ୟବ୍ୟାପୀ ଆରମ୍ଭ ହେବ କରୋନା ଚିହ୍ନଟ ଅଭିଯାନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । କରୋନା ନେଇ ଅପଡ଼େଟ ଦେଇଛନ୍ତି ରାଜ୍ୟ ସରକାର । ରାଜ୍ୟରେ ଅଧିକ ନମୂନା ପରୀକ୍ଷା ଉପରେ ଜୋର ଦିଆଯାଉଛି । ଏବେ ୧୦ଟି … Read More

ତାମିଲନାଡୁରେ ବିଗିଡିଲା ସ୍ଥିତି, ପୁଣି ହେବ ଲକ୍‌ଡାଉନ୍‌

ତାମିଲନାଡୁ, (ଓଡିଶା ଟାଇମ୍) : ଦେଶରେ ହୁ ହୁ ହୋଇ କରୋନା ସଂକ୍ରମଣଙ୍କ ସଂଖ୍ୟା  ବଢୁଛି । ତାମିଲନାଡୁ ସହ ଚେନାଇ ସମେତ ଅନେକ ସହରରେ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲି ଯାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚାରୋଟି … Read More

ରାଜ୍ଯ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୧୪୬ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ଆଉ ୧୪୬ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୨୮୫୪ରେ ପହଁଚିଛି । ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକର … Read More

ଭୁବନେଶ୍ୱରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ଜଣ ଆକ୍ରାନ୍ତ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ୫ଜଣଙ୍କ ମଧ୍ୟରୁ ଘରୋଇ ସଙ୍ଗରୋଧରୁ ୩ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨ଜଣ କରୋନା … Read More

୨୯ ସିଆରପିଏଫ ଯବାନ କରୋନା ସଂକ୍ରମିତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ତେବେ କେନ୍ଦ୍ରୀୟ ରିଜର୍ଭ ପୁଲିସ ଫୋର୍ସ(ସିଆରପିଏଫ) ଯବାନମାନଙ୍କ ମଧ୍ୟରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି । ସିଆରପିଏଫର ପୁଣି ୨୯ ଯବାନ କରୋନା … Read More

ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ରଥଯାତ୍ରା ପାଳନ ହେଉ:ଶଙ୍କରାଚାର୍ଯ୍ୟ

ଭୁବନେଶ୍ବର , (ଓଡିଶା ଟାଇମ୍) : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ରଥଯାତ୍ରା ପାଳନ ହେବା ଆବଶ୍ୟକ। ଟିଭି ମାଧ୍ୟମରେ ଭକ୍ତ ରଥଯାତ୍ରା ଦେଖିବାର ମଧ୍ୟ ସୁଯୋଗ ରହିଛି ବୋଲି ଜଗତଗୁରୁ ଶଙ୍କରାଚାର୍ଯ୍ୟ କହିଛନ୍ତି। ନିର୍ଣ୍ଣାୟକ ମତ ଦେଇ … Read More

ରାଜ୍ୟରେ ଆଉ ୧୪୬ କରୋନା ପଜିଟିଭ୍, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୦୫୫କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୪୬କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୫୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ … Read More