ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ତାଙ୍କ ମା’, ଉଭୟ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ବିଜେପି ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ତାଙ୍କ ମାତା ମାଧବୀ ରାଜେ ସିନ୍ଧିଆ କରୋନା ପଜିଟିଭ୍ ଥିବା ଜଣାପଡ଼ିଛି। ଉଭୟଙ୍କୁ ଦିଲ୍ଲୀର ମ୍ୟାକ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସିନ୍ଧିଆଙ୍କ … Read More

ରାଜ୍ୟ ପାଇଁ ଖୁସି ଖବର, ସୁସ୍ଥ ହେଲେ ଆଉ ୧୪୦ ଆକ୍ରାନ୍ତ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ଆହୁରି ୧୪୦ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨୧୩୩ ରେ ପହଁଚିଛି । ସଂକ୍ରମିତ ସୁସ୍ଥ ହୋଇଥିବା ନେଇ ରାଜ୍ୟ … Read More

ଆଜିଠାରୁ ୧୫ଦିନରେ ସବୁ ପ୍ରବାସୀଙ୍କୁ ଘରେ ପହଞ୍ଚାଅ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନା ଲକ୍‌ଡାଉନ ଯୋଗୁ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଥିବା ପ୍ରବାସୀଙ୍କ ପାଇଁ କୋହଳ ମନୋଭାବ ପୋଷଣ କରିଛନ୍ତି ସୁପ୍ରିମ୍‌କୋର୍ଟ। ପ୍ରବାସୀଙ୍କ ସମସ୍ୟାକୁ ଦେଖିବା ପରେ ଆଜି ସେମାନଙ୍କ ସପକ୍ଷରେ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି କୋର୍ଟ । ଏହି … Read More

ରାଜ୍ୟର ୧୨ ଅଗ୍ନିଶମ କର୍ମଚାରୀଙ୍କୁ କରୋନା

ଭୁବନେଶ୍ଵର, (ଓଡିଶା ଟାଇମ୍) : ୧୨ଜଣ ଅଗ୍ନିଶମ କର୍ମଚାରୀଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଛି । ବାତ୍ୟା ଅମ୍ଫନ ଡ୍ୟୁଟି ସାରି ପଶ୍ଚିମବଙ୍ଗରୁ ଫେରିଥିଲେ କର୍ମଚାରୀ । ସରକାରଙ୍କ ପକ୍ଷରୁ ଉତ୍ତମ ଚିକିତ୍ସା ବ୍ୟବସ୍ଥା ଯୋଗାଇ ଦିଆଯାଉଛି । ଏନେଇ ଟ୍ୱିଟ … Read More

ଭୁବନେଶ୍ୱରରେ ପୁଣି ୪ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଆଜି ଭୁବନେଶ୍ୱରରେ ପୁଣି ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମସି)ପକ୍ଷରୁ ଟୁଇଟ୍ କରି କୁହାଯାଇଛି | ଏମାନଙ୍କ ଭିତରୁ ଚନ୍ଦ୍ରଶେଖରପୁରରୁ ଜଣେ ୨୮ ବର୍ଷିୟ ପୁରୁଷ ଅଛନ୍ତି। … Read More

ଜୁଲାଇ ୭ରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ ସମସ୍ତ ଯୁକ୍ତ ୩ ଷଷ୍ଠ ସେମିଷ୍ଟାର ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ଲକ୍ ଡାଉନ୍ ପାଇଁ ସାରା ରାଜ୍ୟରେ ସବୁ ବନ୍ଦ ରହିଛି । ହେଲେ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ ତିନି ଷଷ୍ଠ ସେମିଷ୍ଟାର୍‌ ଜୁଲାଇ ୭ ତାରିଖରୁ ଆରମ୍ଭ ହେବାକୁ ଯାଉଛି … Read More

ମହାରାଷ୍ଟ୍ର-ଦିଲ୍ଲୀ-ଗୁଜରାଟରେ କରୋନା ସ୍ଥିତି ଭୟଙ୍କର, ମୃତ୍ୟୁସଂଖ୍ୟା ସର୍ବାଧିକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନା ଯୋଗୁଁ ପ୍ରତିଦିନ ଶହ ଶହ ଲୋକ ପ୍ରାଣ ହରାଉଛନ୍ତି । ସୋମବାର ପ୍ରକାଶ ପାଇଥିବା ରିପୋର୍ଟ ଅନୁଯାୟୀ, ବର୍ତ୍ତମାନ ଦେଶରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୫୬ ହଜାରରୁ ଅଧିକ ଏବଂ ୭୨୦୦ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪୬ ଆକ୍ରାନ୍ତ, ୩ ହଜାର ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ଵର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୪୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୪୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ … Read More

ଅମ୍ପନ ଉଦ୍ଧାର କାର୍ଯ୍ୟ ସାରି ପଶ୍ଚିମବଙ୍ଗରୁ ଫେରିଥିବା ୫୦ NDRF ଯବାନଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : କଟକ ମୁଣ୍ଡଳୀ NDRF କ୍ୟାମ୍ପର ୫୦ ଜଣ ଯବାନ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୩ ଦିନ ତଳେ ଜଣଙ୍କଠାରୋ କରୋନା ଭୂତାଣୁ ଛିହ୍ନଟ ହୋଇଥିଲା। ଆଜି ଆଉ ୪୯ ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ … Read More

 ଖୁସି ଖବର : ସୁସ୍ଥ ହେଲେ ଆଉ ୯୯ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ରାଜ୍ୟରେ ଆଜି ୯୯ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୧୯୯୩ରେ ପହଁଚିଛି । ସୁସ୍ଥ ହୋଇଥିବା … Read More