ଦିଲ୍ଲୀରେ ଜୁନ ୧୦ରୁ ଶସ୍ତା ହେବ ମଦ, ପ୍ରତ୍ୟାହାର କରାଯିବ ଅତିରିକ୍ତ ଟ୍ୟାକ୍ସ

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଦେଶର ରାଜଧାନୀ ଦିଲ୍ଲୀରେ ମଦ ପ୍ରେମୀଙ୍କ ପାଇଁ ଖୁସି ଖବର । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମଦ ଉପରେ ଲାଗୁ ହୋଇଥିବା ୭୦ ପ୍ରତିଶତ ବିଶେଷ କରୋନା ଟ୍ୟାକ୍ସ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି … Read More

ରାଉରକେଲା ସରକାରୀ ହସ୍‌ପିଟାଲ୍‌ର ୨ ଡାକ୍ତରଙ୍କୁ କରୋନା

ଭୁବନେଶ୍ଵର, (ଓଡିଶା ଟାଇମ୍) : ଡାକ୍ତରଙ୍କୁ କରୋନା। ରାଉରକେଲା ସରକାରୀ ହସ୍ପିଟାଲର ୨ ଡାକ୍ତରଙ୍କୁ କରୋନା। ସୁନ୍ଦରଗଡ଼ରୁ ଆଜି ବାହାରିଥିବା ୧୮ ପଜିଟିଭଙ୍କ ଭିତରୁ ୨ ଜଣ ଆରଜିଏଚ ଡାକ୍ତର ବୋଲି ଜଣାପଡ଼ିଛି। ଏମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ମେଡିକାଲ ପରିସରକୁ … Read More

ଭୁବନେଶ୍ୱରରୁ ୨ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ ସେମାନଙ୍କ ତଥ୍ୟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଏହି ନୂଆ ଆକ୍ରାନ୍ତ ପଟିଆ ଅଞ୍ଚଳର ଜଣେ ୪୦ ବର୍ଷୀୟ ପୁରୁଷ, ୮ ବର୍ଷୀୟ ଝିଅ ଏବଂ ସେମାନେ ଗୋଟିଏ ପରିବାରର ବୋଲି ସୂଚନା … Read More

ଦୁଇ ଦିନିଆ ସଟଡାଉନର ଆଜି ଦ୍ବିତୀୟ ଦିନ

ଭୁବନେଶ୍ବର , (ଓଡିଶା ଟାଇମ୍) : ଦୁଇ ଦିନିଆ ସଟଡାଉନ୍ ର ଆଜି ଦ୍ବିତୀୟ ଦିନ। ୧୧ଟି ଜିଲ୍ଲାରେ ଜୁନ୍ ମାସରେ ପ୍ରତି ସପ୍ତାହର ଶନି ଓ ରବିବାର ଦିନ ଶଡାଉନ୍ କରାଯିବ ବୋଲି ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିବା ବେଳେ … Read More

ଦିନକରେ ୨୭୮ ଜଣଙ୍କ ଜୀବନ ନେଲା କରୋନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦିନକୁ ଦିନ ମହାମାରୀ କରୋନାକୁ ନେଇ ସାରା ବିଶ୍ବରେ ସଙ୍କଟ ବଢ଼ିବାରେ ଲାଗିଛି । ଭାରତରେ ମଧ୍ୟ ସ୍ଥିତି ବିସ୍ଫୋରକ ଦିଗରେ ଗତି କରୁଛି । ଦେଶରେ ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା … Read More

ରାଜ୍ୟରେ କରୋନାରେ ଗଲା ଆଉ ଜଣଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ଭୁବନେଶ୍ବର , (ଓଡିଶା ଟାଇମ୍) : କରୋନା ଆକ୍ରାନ୍ତରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୃତକ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷୀୟ ବୃଦ୍ଧ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୫ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୫୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ … Read More

ସୁସ୍ଥ ହେଲେ ଆଉ ୧୧୨ କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ?

ଭୁବନେଶ୍ଵର, (ଓଡିଶା ଟାଇମ୍) : ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିଲେ ମଧ୍ୟ ବହୁ ସଂଖ୍ୟାରେ ଆକ୍ରାନ୍ତ ସୁସ୍ଥ ହେଉଛନ୍ତି । ଶନିବାର ରାଜ୍ୟରେ ଆଉ ୧୧୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ସୁସ୍ଥ … Read More

କରୋନା ଆକ୍ରାନ୍ତ ଦାଉଦର୍‌ ମୃତ୍ୟୁକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ମୋଷ୍ଟ ୱାଣ୍ଟେଡ୍ ଡନ୍‌ ଦାଉଦ ଇବ୍ରାହିମର କରୋନା ଭାଇରସ୍ ସଂକ୍ରମଣରେ ମୃତ୍ୟୁ ହୋଇଛି। ଭାରତ ଓ ପାକିସ୍ତାନ ସୋସିଆଲ ମିଡିଆରେ ଏବେ ଦାଉଦର ମୃତ୍ୟୁ ଖବର ଭାଇରଲ ହେଉଥିଲେ ହେଁ ଏ ନେଇ ସ୍ପଷ୍ଟ ଖବର … Read More

୨୪ଘଣ୍ଟାରେ ୨୯୪ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ଘଣ୍ଟାରେ ଦେଶରେ ସର୍ବାଧିକ ୯୮୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯୪ଜଣଙ୍କର ମୃତ୍ୟୁ ହୋଇଛି … Read More