ରାଜ୍ୟରେ ଆଉ ୧୭୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ ) :ରାଜ୍ୟରେ ଆଉ ୧୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧କୁ ବୃଦ୍ଧି ପାଇଛି । ୧୭୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ … Read More

୧୧ ଜିଲ୍ଲାରେ ୨ ଦିନିଆ ସଟ୍ ଡାଉନ୍ : ସୋମବାର ସକାଳ ୬ଟା ପର୍ଯ୍ୟନ୍ତ ରହିବ ବଳବତ୍ତର

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ସଂକ୍ରମଣକୁ ରୋକିବା ପାଇଁ ଆଜିଠୁ ୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ଅର୍ଥାତ୍‌ ୪୮ ଘଣ୍ଟା ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର। ସବୁଠୁ ଅଧିକ କରୋନା ପ୍ରଭାବିତ ହୋଇଥିବା ୧୧ ଜିଲ୍ଲାରେ ପ୍ରତି … Read More

କାରେଣ୍ଟାଇନରେ ଗଲେ ୩୭୨ ଅଗ୍ନିଶମ କର୍ମଚାରୀ

ଭୁବନେଶ୍ବର,(ଓଡିଶା ଟାଇମ୍) : ପଶ୍ଚିମବଙ୍ଗରୁ ଉଦ୍ଧାର କାର୍ଯ୍ୟ ସାରି ଓଡ଼ିଶା ଫେରିବା ପରେ କାରେଣ୍ଟାଇରେ ଗଲେ ଓଡ଼ିଶା ଅଗ୍ନିଶମ ବିଭାଗର ୩୭୨ କର୍ମଚାରୀ । ସମସ୍ତଙ୍କୁ ୧୪ ଦିନିଆ କାରେଣ୍ଟାଇରେ ରଖାଯାଇଛି । କୃପାଜଳ ଇଂଜିନିୟରିଂ କ୍ୟାମ୍ପସ ଏବଂ ରେଭିନ୍ୟୁ ଅଫିସର୍ସ … Read More

ଦାଉଦ୍ ଇବ୍ରାହିମ୍ ଓ ପତ୍ନୀ ମହାଜବିନ୍ କୋଭିଡ଼୍‌-୧୯ ସଂକ୍ରମିତ, ଗୁପ୍ତରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦୁନିଆର ପ୍ରଖ୍ୟାତ ଅଣ୍ଡରୱାର୍ଲଡ଼ ଡନ୍‌ ଦାଉଦ୍‌ ଇବ୍ରାହିମ କରୋନା ସଂକ୍ରମଣର ଶିକାର ହୋଇଛି l ଦାଉଦ୍‌ ଇବ୍ରାହିମ କରୋନା ପଜିଟିଭ ହୋଇଥିବା ଜଣାପଡ଼ିବା ପରେ ଦାଉଦ୍ର‌ ସବୁ ଷ୍ଟାଫଙ୍କୁ କ୍ଵାରେଣ୍ଟାଇନ କରାଯାଇଛି l ଦାଉଦ୍‌ ଇବ୍ରାହିମଙ୍କ … Read More

ଟ୍ରେନ୍‌ରେ ଶିଶୁପୁତ୍ର ଜନ୍ମଦେଲେ ମହିଳା

ଭୁବନେଶ୍ବର, (ଓଡିଶା ଟାଇମ୍) : ତେଲେଙ୍ଗାନାର ଲିଙ୍ଗମପାଲିରୁ ବଲାଙ୍ଗିର ଆସୁଥିବା ଏକ ସ୍ପେଶାଲ ଟ୍ରେନ୍‌ରେ ଜଣେ ମହିଳା ଏକ ଶିଶୁପିତ୍ରକୁ ଜନ୍ମ ଦେଇଛନ୍ତି। ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକର ଥୋଡ଼ିବାହଲ ଗାଁରୁ ଇନ୍ଦୁରା ଛୁରା ଓ ତାଙ୍କ ପତ୍ନୀ ମୀନା କୁମ୍ଭାର … Read More

ରାଜ୍ୟରେ ଆଉ ୧୨୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ଆଉ ୧୨୩ ଜଣ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୬୦୪କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୧୨୩ଜଣଙ୍କ ମଧ୍ୟରୁ ଗଞ୍ଜାମରୁ … Read More

ସଟଡ଼ାଉନ ସମୟରେ କଣ ଖୋଲା ରହିବ? ଜାଣନ୍ତୁ..

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ସଂକ୍ରମଣ ରୋକିବା ପାଇଁ ୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର। ପ୍ରତି ଶନିବାର ଓ ରବିବାର ୧୧ ଜିଲ୍ଲାକୁ ସଟ୍‌ଡାଉନ୍‌ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। … Read More

କରୋନା ସ୍ଥିତି ଭୟଙ୍କର : ୨୪ ଘଣ୍ଟାରେ ପାଖାପାଖି ୧୦ ହଜାର ନୂଆ ମାମଲା, ୨୭୩ ମୃତ୍ୟୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପ୍ରତିଦିନ ସଂକ୍ରମଣ ସଂଖ୍ୟା ରେକର୍ଡ ଭାଙ୍ଗୁଛି l ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ୯ ହଜାର ୮୫୧ ନୂଆ ମାମଲା ସାମ୍ନାକୁ ଆସିଛି l ୨୭୩ ଜଣ କରୋନା ରୋଗୀଙ୍କ ମୃତ୍ୟୁ … Read More

ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ, ୮କୁ ବୃଦ୍ଧି ପାଇଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୩୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବାବେଳେ ଏବେ ଆଉ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି । ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ । … Read More

୨୧ ଜିଲ୍ଲାରୁ ୧୩୦ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ଵର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୩୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୧ଟି ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ … Read More