ରାଜ୍ୟରେ ୨୪ ଘଣ୍ଟାରେ ୩୫୭୭ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୫୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୭୫୦୨ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୭୭ଜଣ … Read More











