କରୋନା ରୋଗୀଙ୍କୁ ଔଷଧ ଓ ଇଞ୍ଜେକ୍ସନ ଦେବା ନେଇ ଆସିଲା ନୂଆ ଗାଇଡ୍ଲାଇନ୍
ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ରୋଗୀଙ୍କୁ ଔଷଧ ଓ ଇଞ୍ଜେକ୍ସନ ଦେବା ନେଇ ଆସିଲା ନୂଆ SOP। କରୋନା ପାଇଁ ନୂଆ ଔଷଧ TOCILIZUMAB(ଟୋସଲିଜୁମାବ) ଓ ଅନ୍ୟ ଔଷଧ ପାଇଁ ଗୃହ ମନ୍ତ୍ରାଳୟ ପକ୍ଷରୁ ନୂଆ ପ୍ରୋଟୋକଲ ଜାରି ହୋଇଛି। … Read More











