ବିଧାନସଭାର ଶୀତ ଅଧିବେଶନ ପାଇଁ ଆଜିଠୁ ହେବ କୋଭିଡ୍ ଟେଷ୍ଟ୍

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଧାନସଭାର ଶୀତ  ଅଧିବେଶନ ପୂର୍ବରୁ ମଙ୍ଗଳବାରଠାରୁ ସମସ୍ତ ବିଧାୟକ, ମନ୍ତ୍ରୀ, ବିଧାନସଭା କର୍ମଚାରୀ, ସୁରକ୍ଷା କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧିଙ୍କ କରୋନା ଟେଷ୍ଟ କରାଯିବ । ଏଥିପାଇଁ ବିଏମ୍‌ସି ପକ୍ଷରୁ ସମସ୍ତ ବନ୍ଦୋବସ୍ତ କରାଯାଇଛି । ମଙ୍ଗଳବାର … Read More

ସମ୍ କୋଭିଡ ହସ୍ପିଟାଲରେ ଉତ୍ତମ ଚିକିତ୍ସା ଯୋଗୁଁ କରୋନାକୁ ପରାସ୍ତ କଲେ ବୃଦ୍ଧ ଦମ୍ପତି: ଫେରିବା ବେଳେ ସମ୍‌ କୋଭିଡ୍ ଟିମ୍‌କୁ ଜଣାଇଲେ କୃତଜ୍ଞତା

ଭୁବନେଶ୍ବର, (ଓଡିଶା ଟାଇମ୍) :ଏକାସାଙ୍ଗରେ କରୋନା ସଂକ୍ରମିତ ହେଲେ ବୃଦ୍ଧ ଦମ୍ପତି। ପୁଣି ଏକାଠି ମହାମାରୀ କରୋନକୁ ପରାସ୍ତ କରି ସୁସ୍ଥ ହୋଇ ଫେରିଛନ୍ତି। ୯୬ ବର୍ଷର ବୃଦ୍ଧ ଏବଂ ୮୮ ବର୍ଷର ବୃଦ୍ଧା ସମ୍ କୋଭିଡ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ … Read More

ହ୍ରାସ ପାଉଛି ସଂକ୍ରମଣ : ମୃତ୍ୟୁ ସଂଖ୍ୟା ଲକ୍ଷେ ୩୦ହଜାର ଟପିଲା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୩୦ ହଜାର ୬୮୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୮ଲକ୍ଷ ୪୫ … Read More

ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୭୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ୭୪୯ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୭୪୯କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୯୪୦୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ମହାରାଷ୍ଟ୍ରରେ ଖୋଲିଲା ଧାର୍ମିକସ୍ଥଳ

ମୁମ୍ବାଇ, (ଓଡିଶା ଟାଇମ୍) :ମହାରାଷ୍ଟ୍ରର ସମସ୍ତ ଧାର୍ମିକସ୍ଥଳ ଗୁଡିକ ଆଜିଠାରୁ ଶ୍ରଦ୍ଧାଳୁଙ୍କ ଦର୍ଶନ ନିମନ୍ତେ ଖୋଲାଯାଇଛି। ଶ୍ରଦ୍ଧାଳୁ ଓ ସାଧାରଣ ଲୋକଙ୍କ ଦାବିକୁ ଆଧାର କରି ରାଜ୍ୟ ସରକାର ସମସ୍ତ ଧାର୍ମିକସ୍ଥଳ ଖୋଲିଛନ୍ତି। ତେବେ ମନ୍ଦିରଗୁଡିକ ଖୋଲାଯିବା ନେଇ ଏସଓପି ଜାରି … Read More

ରାଜଧାନୀରେ ଚିହ୍ନଟ ହେଲେ ୫୭ ସଂକ୍ରମିତ, ସୁସ୍ଥ ହୋଇ ଘରକୁ ଫେରିଲେ ୭୫

ଭୁବନେଶ୍ବର, (ଓଡିଶା ଟାଇମ୍) : ନଭେମ୍ବର ମାସରେ କରୋନା ସଂକ୍ରମଣ ସଂଖ୍ୟା କମିବାରେ ଲାଗିଛି । ଦୀର୍ଘ ତିନିରୁ ଚାରି ମାସ ହେବ କରୋନାର ହଟ୍‌ସ୍ପଟ୍ ପାଲଟିଥିବା ରାଜଧାନୀ ଭୁବନେଶ୍ଵରରେ କରୋନା ସ୍ଥିତି ନିୟନ୍ତ୍ରଣକୁ ଆସୁଥିବାର ଦେଖିବାକୁ ମିଳିଛି । କରୋନା … Read More

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୨ ହଜାର ୧୫୬, ଦେଶରେ କରୋନା ଆରୋଗ୍ୟ ହାର ୯୩.୦୯%କୁ ବୃଦ୍ଧି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ଗତ ୨୪ ଘଣ୍ଟାରେ ୪୨ ହଜାର ୧୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ଆରୋଗ୍ୟ ହାର ୯୩.୦୯ ପ୍ରତିଶତକୁ ବୃଦ୍ଧି ପାଇଛି। ଏହାକୁ ମିଶାଇ ଦେଶରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୮୧ … Read More

ରାଜ୍ୟରେ ଜୀବନ ହାରିଲେ ଆଉ ୧୭ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୭୫୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୨୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ୭୫୩ କରୋନା ସଂକ୍ରମିତ, ୩୦୮୬୫୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ଯରେ ଗତ ୨୪ ଘଣ୍ଟା ମଧ୍ୟରେ ୭୫୩କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୮୬୫୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More