ରାଜ୍ୟରେ ଚିହ୍ନଟ ହେଲେ ୩୧୪୪ କରୋନା ସଂକ୍ରମିତ,୨୪୪୧୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୧୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୪୧୪୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଆକ୍ରାନ୍ତଙ୍କ ତୂଳନାରେ ସୁସ୍ଥ ହେଲେ ଅଧିକ, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୩୪୫୫

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଶ୍ଵସ୍ତକର ବିଷୟ ଏବେ ସଂକ୍ରମିତଙ୍କ ତୂଳନାରେ ସୁସ୍ଥ ସଂଖ୍ୟା ଅଧିକ ରହିଛି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ୩୪୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟ ସଂଖ୍ୟା ୨ ଲକ୍ଷ ୧୩ … Read More

କୋଭିଡ ଆରୋଗ୍ୟ କ୍ଷେତ୍ରରେ ଶୀ​ର୍ଷ​‌ ସ୍ଥାନରେ ଭାରତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କୋଭିଡ ଆରୋଗ୍ୟ ହାର ୮୫ ପ୍ରତିଶତ ଅତିକ୍ରମ କରିଛି। ଗତ ୨୪ଘଣ୍ଟା ମଧ୍ୟରେ ୮୨ ହଜାରରୁ ଅଧିକ ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି। ଏଥିସହିତ ମୋଟ୍‍ ଆରୋଗ୍ୟଙ୍କ ସଂଖ୍ୟା ୫୭ ଲକ୍ଷ ୪୪ ହଜାର … Read More

ରାଜ୍ୟରେ ସର୍ବାଧିକ ୧୮କରୋନା ସଂକ୍ରମିତଙ୍କ ମୃତ୍ୟୁ, ୯୫୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା … Read More

ରାଜ୍ୟରେ ଚିହ୍ନଟ ହେଲେ ୨୯୯୫ କରୋନା ସଂକ୍ରମିତ,୨୪୦୯୯୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୨୯୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୦୯୯୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୫,୩୫୮ଟି କରୋନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୫ ହଜାର ୩୫୮ ଟି କରୋନା ପରୀକ୍ଷା କରାଯାଇଛି । ଏହା ମଧ୍ୟରୁ ୭୮୮୫ଟି ଆରଟି-ପିସିଆର, ୩୭,୩୪୦ଟି ଆଣ୍ଟିଜେନ ଓ ୧୩୩ଟି ଟ୍ରୁନାଟ୍‌ ପରୀକ୍ଷା ଅନ୍ତର୍ଭୁକ୍ତ । ଏହାର ପୂର୍ବଦିନ ଅର୍ଥାତ … Read More

ଚଳିତ ବର୍ଷ ଶେଷ ସୁଦ୍ଧା ଆସିପାରେ କରୋନା ଟିକା, ବିଶ୍ଵ ସ୍ୱାସ୍ଥ୍ୟ ସଙ୍ଗଠନ ମୁଖ୍ୟଙ୍କ ସୂଚନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ବିଶ୍ୱରେ ମହାମାରୀ କରୋନା ନେଇ ଆତଙ୍କ ଖେଲିଛି । ଦିନ ଗଡିବା ସହ ଭାଇରସରେ ସଂକ୍ରମଣ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ପ୍ରତିଦିନ ନୂଆ ନୂଆ ରେକର୍ଡ ସୃଷ୍ଟି କରୁଛି କୋଭିଡ଼-୧୯ । କିପରି ଏହି … Read More

ରାଜଧାନୀରୁ ଆଉ ୩୬୫ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୨୯

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୬୫  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩୯୧୪ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୧୬ ଜଣ ରହିଥିବା ବେଳେ … Read More

ଅକ୍ଟୋବର ୧୫ରୁ ଖୋଲିବ ସିନେମା ହଲ୍‌, ଜାରି ହେଲା ଗାଇଡଲାଇନ୍ସ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ସିନେମା ହଲ ଖୋଲିବା ନେଇ ସିନେ ପ୍ରେମୀଙ୍କ ବହୁ ପ୍ରତୀକ୍ଷିତ ଅପେକ୍ଷା ଶେଷ ହେବାକୁ ଯାଉଛି। ଅର୍ଥାତ୍ ଅକ୍ଟୋବର ୧୫ରୁ ଖୋଲିବ ସିନେମା ହଲ। ଆଜି (ମଙ୍ଗଳବାର) ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ସିନେମାହଲ ଓ ମଲ୍ଟିପ୍ଳେକ୍ସ … Read More

ଗତ ୨୪ଘଣ୍ଟାରେ ରାଜ୍ୟରେ ୪୧,୮୪୦ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ଘଣ୍ଟାରେ ରାଜ୍ୟରେ ୪୧,୮୪୦ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟି-ପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନାଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୬,୧୮୫ଟି ଆରଟି-ପିସିଆର ଏବଂ ୩୫,୫୫୦ଟି ଆଣ୍ଟିଜେନ ଟେଷ୍ଟ … Read More