ଆସନ୍ତାକାଲି ୟୁପିଏସସି ପ୍ରିଲିମ୍‍ ପରୀକ୍ଷା : ଟ୍ଵିନ ସିଟିରେ ସ୍ଵତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା କାଲି ୟୁପିଏସସି ପ୍ରିଲିମ୍‍ ପରୀକ୍ଷା ଅନୁଷ୍ଠିତ ହେବ। ପରୀକ୍ଷାର୍ଥୀଙ୍କ ଯାତାୟତ ପାଇଁ ଟ୍ଵିନ ସିଟିରେ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। ପରୀକ୍ଷାର୍ଥୀଙ୍କ ପାଇଁ ଟ୍ଵିନ୍ ସିଟିରେ ଚଳାଚଳ କରିବ ମୋ ବସ୍। ଆସନ୍ତାକାଲି ସକାଳ ୬ଟାରୁ … Read More

ରାଜଧାନୀରୁ ଆଉ ୩୨୯ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୪୧

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୨୯  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨୮୭୬ରେ ପହଞ୍ଚିଛି । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୧୦ ଜଣ ରହିଥିବା ବେଳେ … Read More

ଗତ ୨୪ଘଣ୍ଟାରେ ରାଜ୍ୟରେ ୪୬,୪୦୪ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ଘଣ୍ଟାରେ ରାଜ୍ୟରେ ୪୬,୪୦୪ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୭,୯୬୧ଟି ଆରଟିପିସିଆର ଏବଂ ୩୮,୩୮୫ଟି ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍‌ରେ … Read More

ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୮୯୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୨କୁ ବୃଦ୍ଧି … Read More

ରାଜ୍ୟରେ ଚିହ୍ନଟ ହେଲେ ୩୦୫୩ କରୋନା ସଂକ୍ରମିତ, ୨୨୯୩୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୦୫୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୯୩୮୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ଦେଶରେ ୧ ଲକ୍ଷ ଟପିଲା କରୋନା ଜନିତ ମୃତ୍ୟୁ ; ୨୪ ଘଣ୍ଟାରେ ୧୦୬୯ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ପାର ହୋଇଛି। ୨୪ ଘଣ୍ଟାରେ ୧୦୬୯ ଆକ୍ରାନ୍ତ ମୃତ୍ୟୁ ହେବା ପରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୮୪୨କୁ ବୃଦ୍ଧି ପାଇଛି। ଦିନକରେ ୭୯, … Read More

ରାଜଧାନୀରୁ ଆଉ ୩୧୨ କରୋନା ପଜିଟିଭ୍ ଚିହ୍ନଟ, ମୃତ୍ୟୁସଂଖ୍ୟା ୧୦୦ ଛୁଇଁଲା

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୧୨  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨୫୪୭ରେ ପହଞ୍ଚିଛି । ଶୁକ୍ରବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୫୮ ଜଣ ରହିଥିବା ବେଳେ … Read More

ରାଜ୍ୟରେ କରୋନା ନେଲା ଆଉ ୧୬ ଜୀବନ; ଖୋର୍ଦ୍ଧା ଜିଲାରୁ ୬ମୃତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି କରୋନା ଆଉ ୧୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୭୫କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି … Read More

ରାଜ୍ୟରେ ଚିହ୍ନଟ ହେଲେ ୩୬୦୦ କରୋନା ସଂକ୍ରମିତ, ୨୨୬୩୩୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୦୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୬୩୩୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପ କରୋନାରେ ସଂକ୍ରମିତ

ୱାସିଂଟନ, (ଓଡିଶା ଟାଇମ୍) : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କରୋନାରେ ସଂକ୍ରମିତ। ଏହା ସହ ତାଙ୍କ ପତ୍ନୀ ମେଲେନିଆଙ୍କୁ ମଧ୍ୟ କରୋନା। ଦୁହେଁ ଏବେ କ୍ବାରେଣ୍ଟିନରେ ରହିଛନ୍ତି। ରାଷ୍ଟ୍ରପତିଙ୍କ ମହିଳା ସହଯୋଗୀ ହୋପ ହିକ୍ସ ମଧ୍ୟ କରୋନାରେ ସଂକ୍ରମିତ। ହିକ୍ସଙ୍କ … Read More