ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦ ହଜାରରୁ ଅଧିକ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଦିନକୁ ଦିନ କରୋନା ସଂକ୍ରମଣ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଦିନକ ମଧ୍ୟରେ ରାଜ୍ୟରେ ୫୦ ହଜାରରୁ ଉର୍ଧ୍ବ କୋଭିଡ୍‌ ନମୁନା ପରୀକ୍ଷା କରାଯାଇଛି। ଗତ କିଛି ଦିନ ହେବ ରାଜ୍ୟରେ ୫୦ ହଜାରରୁ କମ୍ ନମୁନା … Read More

୨୪ ଘଣ୍ଟାରେ ଦେଶରେ ୮୦ ହଜାର ୪୭୨ ନୂଆ କରୋନା ଆକ୍ରାନ୍ତ; ୧,୧୭୯ ଜଣ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୮୦ ହଜାର ୪୭୨  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା … Read More

ରାଜଧାନୀରୁ ବାହାରିଲେ ଆଉ ୩୨୯ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୨୯  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୫୨୬ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୭୩ ଜଣ ରହିଥିବା ବେଳେ … Read More

ସାଂସଦ ସସ୍ମିତ ପାତ୍ରଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏ ସଂପର୍କରେ ସେ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି। ତେବେ ସେ ହୋମ୍ ଆଇସୋଲେସନରେ ଥିବା ଜଣାଇଛନ୍ତି। ଅନ୍ୟପକ୍ଷରେ ବିଗତ କିଛି ଦିନ … Read More

ରାଜ୍ୟରେ ୧୫ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୦୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ … Read More

ରାଜ୍ୟରେ ଚିହ୍ନଟ ହେଲେ ୩୦୬୭ କରୋନା ସଂକ୍ରମିତ, ୨୧୫୬୭୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୫୬୭୬ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ … Read More

ଗତ ୨୪ଘଣ୍ଟାରେ ରାଜ୍ୟରେ ୪୧,୪୫୨କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ଘଣ୍ଟାରେ ରାଜ୍ୟରେ ୪୧,୪୫୨କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୫,୬୫୭ଟି ଆରଟିପିସିଆର ଏବଂ ୩୫, ୬୯୪ଟି ଆଣ୍ଟିଜେନ ଟେଷ୍ଟ ଓ … Read More

ଆଉ ୫ ବିଧାୟକ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଧାନସଭାରେ କରୋନା ଟେଷ୍ଟରେ ଆଉ ୫ ବିଧାୟକ ପଜିଟିଭ ହୋଇଛନ୍ତି । ତୃତୀୟ ଦିନରେ ହୋଇଥିବା ଟେଷ୍ଟରେ ବିଧାୟକ ପଜିଟିଭ୍ ଆସିଥିବା ସୂଚନା ମିଳିଛି । ଗତକାଲି ୨୫ ବିଧାୟକଙ୍କର କରୋନା ଟେଷ୍ଟ ହୋଇଥିଲା । ସେମାନଙ୍କ … Read More

ଦୁଇ ଦିନ ପାଇଁ ଆଠଗଡ ସଟ୍‌ଡାଉନ୍, ବ୍ୟବସାୟୀ ସଂଘ ପକ୍ଷରୁ ଘୋଷଣା

ଆଠଗଡ଼, (ଓଡିଶା ଟାଇମ୍) :ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ସଂକ୍ରମଣ । ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢି ବଢି ଚାଲିଛି । ଆଠଗଡରେ ମଧ୍ୟ କରୋନା ସଂକ୍ରମଣ ଦିନକୁ ଦିନ ବଢି ବଢି ଚାଲୁଛି … Read More

ଆଜିଠୁ ଆରମ୍ଭ ହେଉଛି ବିଧାନସଭା ଅଧିବେଶନ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜିଠୁ ଆରମ୍ଭ ହେଉଛି ବିଧାନସଭା ଅଧିବେଶନ । ଆସିବ ୯ଟି ଅଧ୍ୟାଦେଶ ସମେତ ୧୬ଟି ବିଲ୍‌ । କରୋନା କଟକଣା ମଧ୍ୟରେ ଆଜିଠୁ ଆରମ୍ଭ ହେବାକୁ ଯାଉଥିବା ବିଧାନସଭା ମୌସୁମୀ ଅଧିବେଶନରେ ରାଜ୍ୟ ସରକାର ୯ଟି ଅଧ୍ୟାଦେଶ … Read More