ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ବରଗଡ଼ରୁ ୨, ଭଦ୍ରକ, ବଲାଙ୍ଗୀର, … Read More

ଆଜି ମଧ୍ୟ ୪ହଜାରରୁ ଅଧିକ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୫ହଜାର ୫୫୦କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୫୫୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଖୋଲିଲା ଭୁବନେଶ୍ୱର ଆର୍‌ଟିଓ: କୋଭିଡ୍ ନିୟମ ସହ ଆରମ୍ଭ ହେବ ଡ୍ରାଇଭିଂ ଟେଷ୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ବରରେ ଖୋଲିଲା ଆରଟିଓ । କୋଭିଡ କଟକଣାରେ ଆରଟିଓ-୧ ଓ ଆରଟିଓ-୨ରେ କାମ ଆରମ୍ଭ ହୋଇଛି । ପ୍ରତିଦିନ ସକାଳ ୭ଟାରୁ ୧୨ଟା ପର୍ଯ୍ୟନ୍ତ ଆରଟିଓ-୧ରେ ୧୨୦ ଜଣଙ୍କର ଡ୍ରାଇଭିଂ ଟେଷ୍ଟିଂ ହେବ । ସେହିପରି … Read More

ଗତ ୨୪ଘଣ୍ଟାରେ ରାଜ୍ୟରେ ୪୮, ୦୭୫ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ଘଣ୍ଟାରେ ରାଜ୍ୟରେ ୪୮, ୦୭୫ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୮,୨୭୧ଟି ଆରଟିପିସିଆର ଏବଂ ୩୯,୬୫୭ ଆଣ୍ଟିଜେନ … Read More

ଦେଶରେ ୨୪ ଘଣ୍ଟାରେ ୯୩ ହଜାର ୩୩୭କରୋନା ପଜିଟିଭ ଚିହ୍ନଟ, ୧୨୪୭ କରୋନା ଆକ୍ରାନ୍ତଙ୍କ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଉଛି। ଦେଶରେ ୨୪ ଘଣ୍ଟାରେ ୯୩ ହଜାର ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨୪୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। … Read More

୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୪୧୦୧ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟାରେ ୪୧୦୧ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୧,୩୭, ୫୬୭ରେ ପହଞ୍ଚିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ଵିଟ୍ ଯୋଗେ ଏହାର … Read More

ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୬୮୨

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ରାଜ୍ୟରେ ଚିହ୍ନଟ ହେଲେ ୪୧୮୦ କରୋନା ସଂକ୍ରମିତ,୧୭୧୩୪୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୧୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୧୩୪୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଦେଶରେ ୨୪ଘଣ୍ଟାରେ କରୋନାରେ ୧୧୭୪ ମୃତ : ମୃତ୍ୟୁ ସଂଖ୍ୟା ୮୪,୪୦୪ରେ ବୃଦ୍ଧି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦେଶରେ କରୋନା ଭାଇରସରେ ସଂକ୍ରମିତଙ୍କ ସଂଖ୍ୟା ୫୨ଲକ୍ଷ ପାର ହୋଇଗଲାଣି। ୨୪ଘଣ୍ଟାରେ ୯୬ହଜାର ୪୨୪ କରୋନାରେ ସଂକ୍ରମିତ ହୋଇଛନ୍ତି। ଗୁରୁବାର ୧୧୭୪ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବାବେଳେ ୮୭,୭୭୮ ଲୋକେ ସୁସ୍ଥ ହୋଇଛନ୍ତି। ଏହା ସହିତ କରୋନା ରୋଗୀଙ୍କ … Read More

ପୁଣି ଆରମ୍ଭ ହେବ ଅକ୍ସଫୋର୍ଡ କୋଭିଡ-୧୯ ଟିକା ପରୀକ୍ଷଣ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ସେରମ୍ ଇନଷ୍ଟିଚ୍ୟୁଟ୍ ପୁଣି ଥରେ ଅକ୍ସଫୋର୍ଡ-୧୯ ଟିକା ପରୀକ୍ଷଣ ଆରମ୍ଭ କରିବ। ଡ୍ରଗ୍ କଂଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ (ଡିସିଜିଆଇ)ର ଅନୁମତି କ୍ରମେ ପୁଣି ଆରମ୍ଭ ହେବ ଏହାର କ୍ଲିନିକାଲ ଟ୍ରାଏଲ। ଦ୍ବିତୀୟ ତଥା ତୃତୀୟ ପର୍ଯ୍ୟାୟ … Read More