ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୬୦୫
ଭୁବନେଶ୍ବର, (ଓଡିଶା ଟାଇମ୍) : ୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ପୁରୀରୁ ୩ ଜଣ, ମୟୂରଭଞ୍ଜରୁ ୨ ଜଣ । କଟକ, କଳାହାଣ୍ଡି, କୋରାପୁଟ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ୨୪ ଘଣ୍ଟା ମଧ୍ୟରେ … Read More











