ଗତ ୨୪ ଘଣ୍ଟାରେ ରାଜ୍ୟରେ ମୋଟ୍ ୪୧ ହଜାର ୨୭୫ କରୋନା ନମୁନା ପରୀକ୍ଷା
ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟାରେ ମୋଟ୍ ୪୧ ହଜାର ୨୭୫ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍, ଆଣ୍ଟିଜେନ୍ ଓ ଟ୍ରୁନଟ୍ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ଆଣ୍ଟିଜେନ୍ରେ ୩୪,୩୨୪, ଆରଟିପିସିଆରରେ … Read More











