ରାଜ୍ୟ ପାଇଁ ଭଲ ଖବର; ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୪୦୫୩ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଆଉ ୪୦୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୭୭,୨୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା … Read More

କୋଭିଡ୍ ନିୟମ ପାଳନ କରି ଦୁର୍ଗାପୂଜା ଆୟୋଜନକୁ ଅନୁମତି ଦେଲେ ହାଇକୋର୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଚଳିତବର୍ଷ ରାଜଧାନୀ ଭୁବନେଶ୍ବରରେ ଆଡମ୍ବରଶୁନ୍ୟ ଭାବରେ ପାଳନ ହେବ ଦୁର୍ଗାପୂଜା। ଏହି ବର୍ଷ ଭୁବନେଶ୍ୱରରେ ଆଡମ୍ବରଶୂନ୍ୟ ଦୁର୍ଗାପୂଜା ଆୟୋଜନ କରିବା ପାଇଁ ବିଭିନ୍ନ ପୂଜା କମିଟି ସହ ପୁଲିସ କମିଶନରଙ୍କ ବୈଠକରେ ନିଷ୍ପତ୍ତି ନିଆଯାଇଛି । … Read More

ରାଜ୍ୟରେ ୨୪ଘଣ୍ଟାରେ ୫୭,୮୭୭ଟି କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ କରୋନା ମହାମାରୀ ଦିନକୁ ଦିନ କାୟା ବିସ୍ତାର କରି ଚାଲିଛି । ଏଥିପାଈଁ ରାଜ୍ୟରେ କରୋନା ପରିକ୍ଷାକୁ ଅଧିକରୁ ଅଧିକ କରାଯାଉଛି ।  ରାଜ୍ୟରେ ୨୪ଘଣ୍ଟାରେ ୫୭,୮୭୭ଟି କରୋନା ନମୁନା ପରୀକ୍ଷା କରାଯାଇଥିବାର ସୂଚନା … Read More

ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୬୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର … Read More

ରାଜ୍ୟରେ ଚିହ୍ନଟ ହେଲେ ୨୬୦୨ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୩୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ରାଜ୍ୟରେ ଆଉ ଜଣେ ବିଧାୟକଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :  ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଛି । ଏହାରି ମଧ୍ୟରେ ରାଜ୍ୟର ଆଉ ଜଣେ ବିଧାୟକ ମହାମାରୀ କବଜାକୁ ଆସିଛନ୍ତି । ସେ ହେଉଛନ୍ତି ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ । … Read More

ଦେଶରେ ୩୬ ଲକ୍ଷ ଟପିଲା କରୋନା ସଂକ୍ରମଣ; ୨୪ ଘଣ୍ଟାରେ ସର୍ବାଧିକ ୭୮ ହଜାରରୁ ଉର୍ଦ୍ଧ୍ୱ ପଜିଟିଭ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୩୬ ଲକ୍ଷ ୨୧ ହଜାର ୨୪୬ରୁ ଅଧିକ ଟପିଛି । ଦେଶରେ କରୋନା … Read More

ସମ ହସ୍ପିଟାଲରେ ଖୁବ ଶୀଘ୍ର ଆରମ୍ଭ ହେବ କୋଭାକସିନ ଟୀକାର ଦ୍ଵିତୀୟ ପର୍ଯ୍ୟାୟ ପରୀକ୍ଷଣ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭାରତ ର ନିଜସ୍ୱ କୋଭିଡ-୧୯ ଟୀକା କୋଭାକସିନର ଦ୍ଵିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ ଶୀଘ୍ର ସମ ହସ୍ପିଟାଲରେ ଆରମ୍ବ ହେବ | ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ପରିଚାଳିତ ଆଇଏମଏସ ଓ ସମ … Read More

ଜେଇଇ ଓ ନିଟ୍ ପରୀକ୍ଷା ପାଇଁ ବିଏମସିର ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ବର, (ଓଡିଶା ଟାଇମ୍) : ଜେଇଇ ଓ ନିଟ୍ ପରୀକ୍ଷା ପାଇଁ ବିଏମସି ପକ୍ଷରୁ ବିଶେଷ ବ୍ୟବସ୍ଥାମାନ କରାଯାଇଛି । ୬ଟି ପରୀକ୍ଷା କେନ୍ଦ୍ର ପାଇଁ ୮ଟି ସ୍ଥାନରେ ରହଣି ବ୍ୟବସ୍ଥା କରାଯାଇଛି । ସମସ୍ତ ପରୀକ୍ଷା କେନ୍ଦ୍ରରେ ସ୍ୱତନ୍ତ୍ର କୋଭିଡ … Read More

ରାଜ୍ୟରେ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୮୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ … Read More