ଆଜି ପୁଣି ରାଜ୍ୟରେ ୯ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ଆଜି ରାଜ୍ୟରେ ୨୭୫୨ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୭୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୪୨୩୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଅକ୍ସଫୋର୍ଡ କୋଭଡି୧୯ ଭ୍ୟାକ୍ସିନର ୨ୟ ପର୍ଯ୍ୟାୟ ଟ୍ରାଏଲ୍ ଆଜିଠୁ ଆରମ୍ଭ

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): ପୁଣେ ସ୍ଥିତ ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ (ଏସଆଇଆଇ) ପକ୍ଷରୁ ଅକ୍ସଫୋର୍ଡ ୟୁନିର୍ଭସିଟି ଦ୍ୱାରା ବିକଶିତ ହୋଇଥିବା କରୋନା ଭାଇରସ୍ ଭ୍ୟାକ୍ସିନର ୨ୟ ପର୍ଯ୍ୟାୟ ମାନବ କ୍ଲିନିକାଲ୍ ଟ୍ରାଏଲ୍ ଆଜିଠୁ ଆରମ୍ଭ କରାଯାଉଛି । ‘କୋବିଶୀଲ୍ଡ’ର ସୁରକ୍ଷା … Read More

ଦେଶରେ ବଢୁଛି କରୋନା ସଂକ୍ରମଣ; ଦିନକରେ ୬୦,୯୭୫ ଆକ୍ରାନ୍ତ ଓ ୮୪୮ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୩୧ ଲକ୍ଷରୁ ଅଧିକ ଟପିଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୮,୩୯୦ରେ … Read More

ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୨୫୧୯ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୨୫୧୯ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ଆରୋଗ୍ୟଲାଭ କରିଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୬୯୨୪ରେ ପହଁଚିଛି । ଖୋର୍ଧା ଜିଲ୍ଲାରୁ ସର୍ବାଧିକ ୪୨୮ଜଣ ଆରୋଗ୍ୟ … Read More

ଆଜି ଭୁବନେଶ୍ୱରରୁ ୨୬୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱରରୁ ଆଜି ୨୬୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୫୯୯ରେ ପହଁଚିଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୫୩ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୧୧୪ … Read More

ଜଟଣୀ ବିଧାୟକଙ୍କ କୋଭିଡ ନିୟମ ଉଲ୍ଲଂଘନ

ଭୁବନେଶ୍ୱର, (ଓଡିଶା ଟାଇମ୍) :  ଓଡ଼ିଶାରେ ପ୍ରତ୍ୟେକ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ।  ପ୍ରଶାସନ ପକ୍ଷରୁ ଜନସାଧାରଣ ସଚେତନ ରହିବା ପାଇଁ ବାରମ୍ବାର ନିବେଦନ କରାଯାଉଛି । ରାଜ୍ୟ ସରକାର, ପୋଲିସ୍ ଓ ସ୍ୱାସ୍ଥ୍ୟ ବିଭାଗ … Read More

ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ଆଜି ରାଜ୍ୟରେ ୨୯୪୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୪୭୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ବ୍ରହ୍ମପୁରରେ କରୋନା କଟକଣା କୋହଳ, ସକାଳ ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା

ଗଞ୍ଜାମ, (ଓଡିଶା ଟାଇମ୍) :  ଗଞ୍ଜାମରେ କରୋନା କଟକଣା କୋହଳ ହେବା ପରେ ଆଜିଠାରୁ ବ୍ରହ୍ମପୁର ସହରର ସୀମାକୁ କଟକଣା ମୁକ୍ତ କରାଯାଇଛି। ଏଥିଲାଗି ଆଜି ସକାଳ ୫ଟାରୁ ରାତି ୮ଟା ଯାଏ ଦୋକାନ ବଜାର ଖୋଲା ରହିବ ବୋଲି ଜଣାଯାଇଛି। … Read More