ଭୟଙ୍କର ହେଉଛି କରୋନା ସ୍ଥିତି; ଦେଶରେ ୫୭ ହଜାର ଟପିଲା ମୃତକଙ୍କ ସଂଖ୍ୟା

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୩୧ ଲକ୍ଷ ୦୬ ହଜାର ୩୪୯ରୁ ଅଧିକ ଟପିଛି। ଦେଶରେ କରୋନା ଜନିତ … Read More

ଭୁବନେଶ୍ୱରରୁ ଆଜି ଗୋଟିଏ ଦିନରେ ୩୧୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ଭୁବନେଶ୍ୱରରୁ ୩୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୦୭ ଓ ସ୍ଥାନୀୟ ଅଞ୍ଚଳରୁ ୧୧୧ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୭୦ ଜଣ ସୁସ୍ଥ ମଧ୍ୟ … Read More

ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୦୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ୨୯୯୩ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୮୫୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଦେଶରେ ୩୦ ଲକ୍ଷ ଟପିଲା କରୋନା ସଂକ୍ରମଣ ସଂଖ୍ୟା; ୨୪ ଘଣ୍ଟାରେ ସର୍ବାଧିକ ୬୯ ହଜାରରୁ ଉର୍ଦ୍ଧ୍ୱ ପଜିଟିଭ ଓ ୯୧୨ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୩୦ ଲକ୍ଷ ୪୪ ହଜାର ୯୪୧ରୁ ଅଧିକ ଟପିଛି । ଦେଶରେ କରୋନା … Read More

ଚଳିତ ବର୍ଷ ଶେଷ ସୁଦ୍ଧା ଆସିବ କରୋନା ଟିକା: ସ୍ୱାସ୍ଥ୍ୟ ମନ୍ତ୍ରୀ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଭାରତରେ ପ୍ରଥମ କରୋନା ଭାଇରସ୍ ଟିକା ଚଳିତ ବର୍ଷ ଶେଷ ସୁଦ୍ଧା ଉପଲବ୍ଧ ହେବ ବୋଲି ଶନିବାର ଦିନ କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନ । ଉତ୍ତର ପ୍ରଦେଶର ଗାଜିଆବାଦରେ ଏନଡିଆରଏଫର ୧୦ ଶଯ୍ୟା … Read More

ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ, ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗିହେବ ନବାନ୍ନ

ସମ୍ବଲପୁର, (ଓଡିଶା ଟାଇମ୍) :ଆଜି ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଁଖାଇ। ଏହି ଅବସରରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗିହେବ ନବାନ୍ନ ଭୋଗ। ନୂଆଁଖାଇ ପାଇଁ ପଶ୍ଚିମ ଓଡିଶାର ପୁର ପଲ୍ଲୀରେ ଆନନ୍ଦ ଓ ଉତ୍ସାହର ମାହୋଲ … Read More

ରାଜ୍ୟରେ ଆଜି ୧୭୭୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୭୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୫୨,୨୭୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା … Read More

କେବେ ସରିବ କରୋନା ଭାଇରସ୍‌; ଏମିତି ଉତ୍ତର ରଖିଲେ ଡବ୍ଲୁଏଚଓ ମୁଖ୍ୟ

ଜେନେଭା, (ଓଡିଶା ଟାଇମ୍‌): ପାଖାପାଖି ଦୁଇ ବର୍ଷରୁ କମ୍ ସମୟ ମଧ୍ୟରେ ଦୁନିଆରୁ କରୋନା ଭାଇରସ୍ ଶେଷ ହେବ ବୋଲି ଶୁକ୍ରବାର ଦିନ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ (ଡବ୍ଲୁଏଚଓ) ମୁଖ୍ୟ ଟେଡରୋସ୍ ଅଧାନୋମ୍ ଘେବ୍ରେସସ୍ କହିଛନ୍ତି । ଡବ୍ଲୁଏଚଓ ମୁଖ୍ୟଙ୍କ କହିବାନୁଯାୟୀ … Read More

ଭୁବନେଶ୍ୱରରେ କରୋନା ସ୍ଥିତି ନେଇ ବିଏମସି କମିଶନରଙ୍କ ସୂଚନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀ ଭୁବନେଶ୍ୱରରେ ଏବେ କ୍ରମାଗତ ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଭୁବନେଶ୍ୱରରେ କରୋନା ସ୍ଥିତି ନେଇ ବିଏମସି କମିସନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି । ସେ … Read More