ରାଜ୍ୟରେ ଆଜି ୧୫୫୦ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଗୋଟିଏ ଦିନରେ ସର୍ବକାଳୀନ ନୂତନ ଆକ୍ରାନ୍ତ ଚିହ୍ନଟ  ପରେ ଗତ ୨୪ ଘଣ୍ଟାରେ ୧୫୫୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୨୭୬କୁ ବୃଦ୍ଧି ଘଟିଛି। … Read More

ଭୁବନେଶ୍ବରରୁ ଆଜି ୧୭୦ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୧୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫୨୮୯ରେ ପହଁଚିଛି । ରବିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୯୨ ଜଣ କ୍ୱାରେଣ୍ଟାଇନରେ ଥିବା … Read More

ସେପ୍ଟେମ୍ବର ୩୦ ପୂର୍ବରୁ ବିଧାନସଭା ଅଧିବେଶନ

ଭୁବନେଶ୍ବର, (ଓଡିଶା ଟାଇମ୍) : ସେପ୍ଟେମ୍ବର ୩୦ ପୂର୍ବରୁ ବସିବ ବିଧାନସଭାର ମୌସୁମୀ ଅଧିବେଶନ । କେଉଁଠି ବିଧାନସଭା ବସିବ ସେନେଇ ବର୍ତ୍ତମାନ ସୁଦ୍ଧା ନିଷ୍ପତ୍ତି ହୋଇନାହିଁ । ବିଧାନସଭା କି ଲୋକସେବା ଭବନରେ ବସିବ, ସେନେଇ ନିଷ୍ପତ୍ତି ହେବ । … Read More

ରାଜ୍ୟରେ ରେକର୍ଡ ସଂଖ୍ୟକ ଟେଷ୍ଟିଂ, ୨୪ଘଣ୍ଟାରେ ୫୨ହଜାରରୁ ଅଧିକ ପରୀକ୍ଷଣ

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟାରେ ରାଜ୍ୟରେ ଦୈନିକ ୫୨ ହଜାର ୭୯୫ କରୋନା ଟେଷ୍ଟ କରାଯାଇଥିବା ଜଣାଯାଇଛି । ଆରଟିପିସିଆର, ଆଣ୍ଟିଜେନ ଓ ଟ୍ରୁନଟ ମାଧ୍ୟମରେ ଏହି ପରୀକ୍ଷା କରାଯାଇଛି । ତନ୍ମଧ୍ୟରୁ ଆରଟିପିସିଆରରେ ୧୦,୨୪୦, ଆଣ୍ଟିଜେନ ୪୨,୪୧୪ … Read More

ରାଜ୍ୟରେ ୧୦କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ … Read More

ରାଜ୍ୟରେ ଚିହ୍ନଟ ହେଲେ ସର୍ବାଧିକ ୨୯୨୪ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୨୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦୦୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି; ଦିନକରେ ୬୩,୪୮୯ ଆକ୍ରାନ୍ତ ଓ ୯୪୪ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍)): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୫ ଲକ୍ଷରୁ ଅଧିକ ଟପିଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୯, … Read More

ସୁସ୍ଥ ହେଲେ ଆଉ ୧୫୨୧ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ଆଉ ୧୫୨୧ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୦୭୨୬ରେ ପହଁଚିଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ … Read More

ଏବେ ସ୍କୁଲ ଖୋଲିବାର ସମ୍ଭାବନା ନାହିଁ, ଗାଁକୁ ଯାଇ ପାଠ ପଢାଇବେ ଶିକ୍ଷକ- ସମୀର ଦାସ

ଭୁବନେଶ୍ବର, (ଓଡିଶା ଟାଇମ୍) :କରୋନା ସଙ୍କଟରେ ରାଜ୍ୟରେ ସ୍କୁଲ ଖୋଲିବା ନେଇ ଚାଲିଛି କଳ୍ପନାଜଳ୍ପନା। ଏହାରି ମଧ୍ୟରେ ସ୍କୁଲ ଖୋଲିବ ନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସେ କହିଛନ୍ତି ଯେ, ‘ ଏବେ … Read More

ଭୁବନେଶ୍ୱରରୁ ଆଉ ୨୭୭ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜଧାନୀ ଭୁବନେଶ୍ୱରରୁ ୨୭୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ କ୍ୱାରେଣ୍ଟାଇନରେ ୧୮୧ଜଣ ରହିଥିବା ବେଳେ ୯୬ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିପରି ୧୩୩ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । … Read More