ପୁଣି ବଢ଼ିଲା ତୈଳଦର, ଭୁବନେଶ୍ୱରରେ ପେଟ୍ରୋଲ ୧୦୩ ଟପିଲା

ଭୁବନେଶ୍ବର, (ଓଡିଶା ଟାଇମ୍): ସିଏନଜି, ପିଏନଜି, ବ୍ୟବସାୟିକ ଗ୍ୟାସର ଦର ବୃଦ୍ଧି ଯୋଗୁ ଆଉଟ ପାଉଟ ହେଉଥିବା ଲୋକଙ୍କୁ ମହଙ୍ଗା ମାଡ଼ରୁ ନିସ୍ତାର ମିଳୁନି। ଆଜି କ୍ରମାଗତ ତୃତୀୟ ଦିନ ପାଇଁ ସମଗ୍ର ଦେଶରେ ପେଟ୍ରୋଲ ଓ ଡିଜେଲର ଦାମ ବଢ଼ିଛି। … Read More

ଆମେରିକାରେ କରୋନା ମୃତ୍ୟୁ ୭ ଲକ୍ଷ ଟପିଲା

ୱାସିଂଟନ, (ଓଡିଶା ଟାଇମ୍): ଆମେରିକାରେ କରୋନା ଭାଇରସରେ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଏଯାଏଁ ସଂଖ୍ୟା ୭୦୦,୦୦୦ରେ ପହଞ୍ଚିଛି । ଏଥିସହ, ଅତ୍ୟଧିକ ସଂକ୍ରାମକ ଡେଲଟା ପ୍ରଜାତି ମାମଲା ହ୍ରାସ ପାଇବାରେ ଲାଗିଛି । … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୪ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ତଳକୁ ଖସିଛି । ଏହା … Read More

କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୭୮ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ … Read More

ଉଚ୍ଚନ୍ୟାୟାଳୟଙ୍କ ନିର୍ଦ୍ଦେଶ, ଅକ୍ଟୋବର ୫ ପୂର୍ବରୁ ଡାକ୍ତରଙ୍କୁ ଦିଅ ଏନଓସି

କଟକ, (ଓଡିଶା ଟାଇମ୍): ଅନ୍ୟ ଅନୁଷ୍ଠାନରେ ଯୋଗ ଦେବାକୁ ଚାହୁଁଥିବା ଡାକ୍ତରଙ୍କୁ ରାଜ୍ୟ ସରକାର ଏନଓସି (ନୋ ଅବଜେକ୍ସନ୍ ସାର୍ଟିଫିକେଟ) ଦେଉ ନାହାନ୍ତି ବୋଲି ଅଭିଯୋଗ ହୋଇଛି। କରୋନା ମହାମାରୀ ଓ ରାଜ୍ୟରେ ଡାକ୍ତର ଅଭାବ କାରଣ ଦର୍ଶାଇ ସ୍ବାସ୍ଥ୍ୟ ବିଭାଗ … Read More

୨୪ ଘଣ୍ଟାରେ ବାହାରିଲେ ୪୭୮ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୪୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୭୪୩୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୧ … Read More

ଆଜି ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜୟନ୍ତୀ; ପ୍ରଧାନମନ୍ତ୍ରୀଙ୍କର ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଅକ୍ଟୋବର ୨ ତାରିଖ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଦେଶର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କର ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଦୁଇ ମହାନ ବ୍ୟକ୍ତିତ୍ୱଙ୍କ ପ୍ରତି ଗଭୀର ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି … Read More

୭୬ ବର୍ଷରେ ପାଦ ଥାପିଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ୭୬ ବର୍ଷରେ ପାଦ ଥାପିଲେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ । ତାଙ୍କ ଜନ୍ମଦିନ ଅବସରରେ ଚାରିଆଡୁ ଛୁଟିଛି ଶୁଭେଚ୍ଛାର ସୁଅ । ଦେଶର ବିଭିନ୍ନ ସ୍ଥାନରୁ ଅଭିନନ୍ଦନର ବାର୍ତ୍ତା ଦିଆଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, … Read More

ମର୍ଣ୍ଣିଂ ୱାକ୍ ବେଳେ ସାମ୍ବାଦିକଙ୍କୁ ଆକ୍ରମଣ, ମୋବାଇଲ୍ ଲୁଟିନେଲେ ଦୁଇ ଦୁର୍ବୃତ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍): ମର୍ଣ୍ଣିଂ ୱାକ୍ ବେଳେ ସାମ୍ବାଦିକଙ୍କୁ ଆକ୍ରମଣ କରି ଲୁଟ୍ । ଆହତ ସାମ୍ବାଦିକ ଦେଲେ ସତ୍ୟସୁନ୍ଦର ଭଞ୍ଜ । ତାଙ୍କୁ ଆହତ ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ ଯେ, ଶୁକ୍ରବାର ସକାଳେ ସାମ୍ବାଦିକ … Read More

କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୪୭୭ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More