ଭିଜିଲାନ୍ସ ଜାଲରେ ଆଇସିଡିଏସ୍ ସୁପରଭାଇଜର

ଭୁବନେଶ୍ବର, (ଓଡିଶା ଟାଇମ୍): ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଛନ୍ତି ବାଲେଶ୍ୱର ଜିଲ୍ଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ ସମନ୍ୱିତ ଶିଶୁ ବିକାଶ (ଆଇସିଡିଏସ୍) ସୁପରଭାଇଜର ସୁବର୍ଣ୍ଣା ସିଂ । ଜଣେ ନବନିଯୁକ୍ତ ଅଙ୍ଗନବାଡ଼ି କର୍ମୀଙ୍କ କାଗଜପତ୍ର ଯାଞ୍ଚ ପାଇଁ ସେ ଲାଞ୍ଚ … Read More

କୋଟିଆରେ ୪ ଓଡ଼ିଆ ଫଳକ ଲଗାଇଲେ ସରକାର

କୋରାପୁଟ, (ଓଡିଶା ଟାଇମ୍): ଆନ୍ଧ୍ରକୁ ଓଡ଼ିଶାର କଡ଼ା ଜବାବ । କୋଟିଆରେ ଲାଗିଲା ଓଡ଼ିଆ ନାମ ଫଳକ । ଗତ ୨୭ ତାରିଖ ରାତିରେ ବିବାଦୀୟ କୋଟିଆରେ ଓଡ଼ିଶା ପକ୍ଷରୁ ଲଗାଯାଇଥିବା ନାମ ଫଳକକୁ ହଟାଇ ଦେଇଥିଲା ଆନ୍ଧ୍ର । ଆଉ … Read More

୨୪ ଘଣ୍ଟାରେ ବାହାରିଲେ ୪୭୭ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୪୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୬୯୫୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୮ … Read More

ସମ୍ ହସ୍ପିଟାଲର ହୃଦରୋଗ ବିଭାଗ ଟିମ୍ ଦ୍ବାରା ବିରଳ ଅସ୍ତ୍ରୋପଚାର

ଭୁବନେଶ୍ବର, (ଓଡିଶା ଟାଇମ୍): ଜନ୍ମ ସମୟରୁ ଜୀବନ ପ୍ରତି ବିପଦ ସୃଷ୍ଟିକାରୀ ହୃଦରୋଗ ଥିବା ଜଣେ ୨୫ ବର୍ଷ ଯୁବକଙ୍କର ଶରୀରରେ ସଫଳତାର ସହ ବିରଳ ଅସ୍ତ୍ରୋପଚାର କରାଯାଇଛି । ଏହି ବିରଳ ଅସ୍ତ୍ରୋପଚାର ଶିକ୍ଷା ଓ ଅନୁସନ୍ଧାନ ପରିଚାଳିତ ଇନଷ୍ଟିଚ୍ୟୁଟ୍ … Read More

ଭୁବନେଶ୍ୱର ଏୟାରପୋର୍ଟରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

ଭୁବନେଶ୍ବର, (ଓଡିଶା ଟାଇମ୍): ଭୁବନେଶ୍ୱର ଏୟାରପୋର୍ଟରେ ଜରୁରୀ ଅବତରଣ କରିଛି ଇଣ୍ଡିଗୋ ବିମାନ । ଏହି ବିମାନ କୋଲକାତାରୁ ହାଇଦରାବାଦ ଯାଉଥିଲା । ମଝି ଆକାଶରେ ଜଣେ ଯାତ୍ରୀଙ୍କର ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯିବାରୁ ବିମାନକୁ ଜରୁରୀ ଅବତରଣ  କରିଯାଇଥିବା ସୂଚନା ମିଳିଛି … Read More

ମାଓ ହିଂସା : ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୨ ଯବାନ ଗୁରୁତର

ମାଲକାନାଗିରି, (ଓଡିଶା ଟାଇମ୍): ମାଓ ହିଂସା । ମାଲକାନଗିରି  ଜିଲ୍ଲା ସୀମାନ୍ତ ବିଜାପୁର ଜିଲ୍ଲା ମାଓ ହିଂସା ଦେଖିବାକୁ ମିଳିଛି । ନକ୍ସଲ ପନ୍ଥୀଙ୍କ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୨ଜଣ ସିଆର୍‌ପିଏଫ୍ ଯବାନ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧାର … Read More

ଭବାନୀପୁରରେ ଚାଲିଛି ମତଦାନ: ମମତା ଓ ପ୍ରିୟଙ୍କାଙ୍କ ମଧ୍ୟରେ କଡ଼ା ଟକ୍କର

ପଶ୍ଚିମବଙ୍ଗ, (ଓଡିଶା ଟାଇମ୍): ପଶ୍ଚିମବଙ୍ଗର ଭବାନୀପୁର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ଆଜି ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଛି । ଏହି ଆସନ ପାଇଁ ୨ ଲକ୍ଷରୁ ଅଧିକ ମତଦାତା ନିଜ ପସନ୍ଦର ପ୍ରାର୍ଥୀଙ୍କୁ ବାଛୁଛନ୍ତି । … Read More

କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୬୦୨ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୯୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

୨୪ ଘଣ୍ଟାରେ ବାହାରିଲେ ୬୦୨ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୬୪୭୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୩ … Read More

ବହିଷ୍କାର ହେଲେ ଭିସୁଟର ୧୨ ଛାତ୍ର

ସମ୍ବଲପୁର, (ଓଡିଶା ଟାଇମ୍): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟର ପୁଲସ୍ତ୍ୟ ଛାତ୍ରାବାସରେ ଗତ ୨୨ ତାରିଖ ମଧ୍ୟରାତ୍ରୀରେ ଜଣେ ତୃତୀୟ ବର୍ଷ ଛାତ୍ରଙ୍କୁ ହୋଇଥିବା ରାଗିଂ ଘଟଣାରେ କର୍ତ୍ତୃପକ୍ଷ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ଏହି ରାଗିଂ ଘଟଣାରେ … Read More