ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଏସଆରସିଙ୍କ ସମୀକ୍ଷା, ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ଵର, (ଓଡିଶା ଟାଇମ୍): ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ସମୀକ୍ଷା କରିଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା । ରାଜ୍ୟର ସମସ୍ତ ଜିଲ୍ଲାପାଳମାନଙ୍କ ସହ ଏସଆରସି କଥା ହୋଇଛନ୍ତି । ଏସଆରସିଙ୍କ କାର୍ଯ୍ୟାଳୟରେ ଭର୍ଚ୍ଚୁଆଲରେ ସବୁ ଜିଲ୍ଲାପାଳ ଯୋଗ ଦେଇଛନ୍ତି … Read More











