ପରଲୋକରେ ପାଟଣାର ପୂର୍ବତନ ବିଧାୟକ ରାମରାୟ ମୁଣ୍ଡା
ପାଟଣା, (ଓଡିଶା ଟାଇମ୍): ପରଲୋକରେ ପାଟଣାର ପୂର୍ବତନ ବିଧାୟକ ରାମରାୟ ମୁଣ୍ଡା । ସେ ୮୩ ବର୍ଷ ବୟସରେ ପାଟଣା ବ୍ଲକ ଚାକୁଣ୍ଡାପାଳ ସ୍ଥିତ ବାସଭବନରେ ଶନିବାର ସକାଳୁ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନ ହେବ ସେ ବାର୍ଦ୍ଧକ୍ୟ … Read More
ପାଟଣା, (ଓଡିଶା ଟାଇମ୍): ପରଲୋକରେ ପାଟଣାର ପୂର୍ବତନ ବିଧାୟକ ରାମରାୟ ମୁଣ୍ଡା । ସେ ୮୩ ବର୍ଷ ବୟସରେ ପାଟଣା ବ୍ଲକ ଚାକୁଣ୍ଡାପାଳ ସ୍ଥିତ ବାସଭବନରେ ଶନିବାର ସକାଳୁ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନ ହେବ ସେ ବାର୍ଦ୍ଧକ୍ୟ … Read More
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ସରକାର ଶୁକ୍ରବାର ପାନ୍ (ପରମାନେଣ୍ଟ ଆକାଉଣ୍ଟ ନମ୍ବର) ସହିତ ଆଧାର ଲିଙ୍କର ଅବଧିକୁ ଆଉ ୬ ମାସ ବଢ଼ାଇ ଦେଇଛନ୍ତି। ଆୟକର ବିଭାଗ ପକ୍ଷରୁ ଏ ନେଇ ଟ୍ୱିଟ୍ କରି ସୂଚନା ଦିଆଯାଇଛି। କରୋନା ଯୋଗୁ ଲୋକେ … Read More
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ … Read More
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୬୯୫ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି ପାଇଛି । ଏନେଇ … Read More
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୬୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୯୬୨୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦୧ … Read More
ଭୁବନେଶ୍ବର, (ଓଡିଶା ଟାଇମ୍): ପୂର୍ବ କେନ୍ଦ୍ରୀୟ ଓ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନରୁ ୫.୮ କିମି ଉଚ୍ଚତାରେ ବାୟୁମଣ୍ଡଳ ପର୍ଯ୍ୟନ୍ତ ବ୍ୟାପିଛି। ଏହି ଘୂର୍ଣ୍ଣିବଳୟ ଆସନ୍ତାକାଲି (ଶନିବାର) ପଶ୍ଚିମ ଉତ୍ତର … Read More
ମୁମ୍ବାଇ, (ଓଡିଶା ଟାଇମ୍): ବିସିସିଆଇ ଆନୁକୂଲ୍ୟରେ ଆୟୋଜିତ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଚଳିତ ସଂସ୍କରଣର ଦ୍ବିତୀୟ ଚରଣ ଆସନ୍ତା ୧୯ରୁ ଆରମ୍ଭ ହେବାକୁ ଯାଉଛି। ଆଇପିଏଲ୍ର ଚଳିତ ସଂସ୍କରଣ ଭାରତରେ ଆରମ୍ଭ ହୋଇଥିଲା। ତେବେ ମେ’ ମାସ ବେଳକୁ କରୋନା … Read More
ସମ୍ବଲପୁର, (ଓଡିଶା ଟାଇମ୍): ହୀରାକୁଦରେ ବନ୍ଦ ହେଲା ୪ ଗେଟ୍ । ୨୪ ଫାଟକ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ କମିବାରେ ଲାଗିଲାଣି। ଗତ ୧୪ ତାରିଖ ଜଳଭଣ୍ଡାରକୁ ୧ ଲକ୍ଷ ୬୭ ହଜାର ୨୭ କ୍ୟୁସେକ … Read More
ନୀଳଗିରି, (ଓଡିଶା ଟାଇମ୍): କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବଙ୍କୁ ରେଳ ମନ୍ତ୍ରାଳୟରେ ଭେଟି ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀ ବିଭିନ୍ନ ଦାବି ଉପସ୍ଥାପନ କରିଛିନ୍ତି । ବାଲେଶ୍ଵର ସଂସଦୀୟ କ୍ଷେତ୍ରରେ ବାଲେଶ୍ଵର ଓ ଜଳେଶ୍ଵର ସମେତ ସମସ୍ତ ରେଳ ଷ୍ଟେସନ୍ର ଉନ୍ନତିବିଧାନ … Read More
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ ତିନିଟି କୃଷି ଆଇନ ଗୃହୀତ ହେବାର ଏକବର୍ଷ ପୂରଣ ହୋଇଛି। ଶିରୋମଣି ଅକାଳି ଦଳ (ଏସଏଡି) ଏହି ଦିନଟିକୁ କଳା ଶୁକ୍ରବାର ଭାବରେ ପାଳନ କରିବା ସହିତ ପ୍ରତିବାଦ ଶୋଭାଯାତ୍ରା ଆୟୋଜନ କରିଥିଲା। ଦିଲ୍ଲୀରେ ଗୁରୁଦ୍ୱାରା … Read More