୨୪ ଘଣ୍ଟାରେ ବାହାରିଲେ ୬୪୯ କୋଭିଡ୍ ପଜିଟିଭ୍
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୬୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୬୩୬୨ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୧ … Read More











