ଧଳସାମନ୍ତ ବ୍ରଦର୍ସଙ୍କ ଘନିଷ୍ଠ ସହଯୋଗୀ ଦୀଲୁ ଗିରଫ, ୫ ବର୍ଷ ହେଲା ଫେରାର ଥିଲା
କଟକ, (ଓଡିଶା ଟାଇମ୍): କୁଖ୍ୟାତ ଅପରାଧୀ ଧଳସାମନ୍ତ ଭ୍ରାତାଦ୍ୱୟଙ୍କ ଘନିଷ୍ଠ ସହଯୋଗୀ ଦୀଲୁ ଓରଫ ପ୍ରଦୀପ କୁମାର ସାହୁକୁ ଗିରଫ କରାଯାଇଛି। କଟକ ଅର୍ବାନ ପୁଲିସ୍ ତାକୁ ଗିରଫ କରିଛି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ଟ୍ୱିନ୍ … Read More











