ଆକାଂକ୍ଷୀ ଜିଲ୍ଲାର କାର୍ଯ୍ୟ ପରଖିବେ ୧୦ କେନ୍ଦ୍ର ମନ୍ତ୍ରୀ, ୨୦ ସୁଦ୍ଧା ଦେବେ ରିପୋର୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟର ଆକାଂକ୍ଷୀ ଜିଲ୍ଳା ଗୁଡ଼ିକର ସ୍ଥିତି ପରଖିବେ କେନ୍ଦ୍ର ସରକାର। ଓଡିଶାର ୧୦ ଆକାଂକ୍ଷୀ ଜିଲ୍ଳାକୁ ଗସ୍ତ କରିବେ ୧୦ କେନ୍ଦ୍ର ମନ୍ତ୍ରୀ। ଆଜିଠୁ ଆରମ୍ଭ ହୋଇଛି କେନ୍ଦ୍ର ମନ୍ତ୍ରୀଙ୍କ ଗସ୍ତ। କେନ୍ଦ୍ରମନ୍ତ୍ରୀ ସଞ୍ଜୟ ବାଲିଆନ୍ କୋରାପୁଟରେ … Read More

ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣରେ ସାମିଲ ଔରଙ୍ଗଜେବ ଆତଙ୍କବାଦୀ ଘୋଷିତ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍):  ଗତ ୨୦୧୯ ମସିହାରେ ଜମ୍ମୁକାଶ୍ମୀର ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣରେ ସାମିଲ ପାକିସ୍ତାନୀ ମୋହିଉଦ୍ଦିନ ଔରଙ୍ଗଜେବ ଆଲମଗିରି ଆତଙ୍କବାଦୀ ଘୋଷିତ । ସୋମବାର ଦିନ କେନ୍ଦ୍ର ସରକାର ଔରଙ୍ଗଜେବକୁ ଆତଙ୍କବାଦୀ ଘୋଷମା କରିଛନ୍ତି । ଏହି ଆତଙ୍କବାଦୀ ଆକ୍ରମଣରେ … Read More

ସୋଆ ପ୍ରଫେସରଙ୍କ ଅକାଳ ବିୟୋଗ, ଅନେକ କ୍ଷେତ୍ରରେ ରହିଛି ଉଲ୍ଲେଖନୀୟ ଯୋଗଦାନ

ଭୁବନେଶ୍ବର, (ଓଡିଶା ଟାଇମ୍): ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରଫେସର ମାନସ ରଞ୍ଜନ ଦାସଙ୍କର ଅକାଳ ବିୟୋଗ ଘଟିଛି । ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍‌ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ର ସିଭିଲ୍ ଇଞ୍ଜିନିୟରିଂ ବିଭାଗର ମୁଖ୍ୟ ପ୍ରଫେସର ଦାସଙ୍କର … Read More

ମୁଣ୍ଡ ଟେକିଲା କରୋନା : ୪ଟି ସ୍କୁଲର ୧୬ ଛାତ୍ର ପଜିଟିଭ୍, ଅନଲାଇନରେ ହେବ ପାଠପଢା

ନୂଆଦିଲ୍ଲୀ, (ଓଡିଶା ଟାଇମ୍):  ସ୍କୁଲ ଖୋଲିବା ପରେ କରୋନା ପୁଣି ମୁଣ୍ଡ ଟେକିଛି । ଗାଜିଆବାଦ ଓ ନୋଏଡାର ୪ଟି ସ୍କୁଲରେ ପ୍ରାୟ ୧୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ଅଧିକାଂଶ ନୋଏଡା ଅଞ୍ଚଳର ବୋଲି ଜଣାପଡିଛି । … Read More

ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୬ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୬୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ … Read More

ଆର.ପି.କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଦାୟିତ୍ଵ, ଲଳିତ ଦାସ ହେଲେ ଗୃହ ବିଭାଗର ଓଏସଡି

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟ ସରକାର ସୋମବାର ଗୁଇନ୍ଦା ନିର୍ଦ୍ଦେଶକ ବଦଳାଇଛନ୍ତି। ଗୁଇନ୍ଦା ନିର୍ଦ୍ଦେଶକ ଲଳିତ ଦାସଙ୍କୁ ଗୃହ ବିଭାଗର ଓଏସଡି ଭାବେ ନିଯୁକ୍ତ କରାଯାଇଛି। ଏଡିଜି ଆର.ପି.କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଅତିରିକ୍ତ ଦାୟିତ୍ଵ ଦିଆଯାଇଛି। ଏଡିଜି ଏସଏପି ସହ କୋଚେ … Read More

ଦେଓଘର ରୋପୱେ ଦୁର୍ଘଟଣା: ୨ ମହିଳାଙ୍କ ମୃତ୍ୟୁ

ଦେଓଘର,(ଓଡିଶା ଟାଇମ୍): ରବିବାର ସନ୍ଧ୍ୟାରେ ଦେଓଘରରେ ଘଟିଥିବା ରୋପୱେ ଦୁର୍ଘଟଣାରେ ଦୁଇ ମହିଳାଙ୍କ ମୃତ୍ୟୁ ହୋଇଛି । ତେବେ ଏବେବି ଆହୁରି ୫୦ ପର୍ଯ୍ୟଟକ ୨୦୦୦ଫୁଟ ଉଚ୍ଚତାରେ ଫସି ରହିଛନ୍ତି । ସମସ୍ତ ଉଦ୍ୟମ ସତ୍ତ୍ୱେ, ପ୍ରାୟ ୨୦ଘଣ୍ଟା ପରେ ମଧ୍ୟ, … Read More

ମହାନଦୀରେ ବୁଡି ଛାତ୍ର ନିଖୋଜ ଘଟଣା, ମିଳିଲା ଆଉ ଜଣଙ୍କ ମୃତଦେହ

କଟକ, (ଓଡିଶା ଟାଇମ୍):  କଟକ ମହାନଦୀରେ ବୁଡି ଛାତ୍ର ନିଖୋଜ ଘଟଣା । ମିଳିଲା ଆଉ ଜଣଙ୍କ ମୃତଦେହ ।  ନିଖୋଜ ଯୁବକଙ୍କ ମୃତଦେହକୁ ଉଦ୍ଧାର କଲେ ଅଗ୍ନିଶମ ବାହିନୀ ଏବଂ ଓଡ୍ରାଫ୍‌ ଟିମ୍‌ । ମୃତକଙ୍କ ନାମ ଆୟୁର ଖାନ୍‌ … Read More

କମୁଛି ସଂକ୍ରମଣ : ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮୬୧ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ … Read More

ଆଜି ପାକ୍‌ ବାଛିବ ନୂଆ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଆଜି ପାକିସ୍ତାନ ବାଛିବ ନୂଆ ପ୍ରଧାନମନ୍ତ୍ରୀ । ପାକିସ୍ତାନରେ ଆଜି ନୂଆ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ହୋଇପାରନ୍ତି । ଶାହବାଜଙ୍କୁ ପ୍ରଧାନମନ୍ତ୍ରୀ କରିବାକୁ ବିରୋଧୀ ଦଳ ପ୍ରସ୍ତାବ ଦେଇଥିବା ବେଳେ ଅପରାହ୍ଣ ସାଢ଼େ ଦୁଇଟାରେ ପାକ୍‌ ସଂସଦରେ … Read More