ଆଜି ଅଗଷ୍ଟ ୧୪ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ନିଜ କାର୍ଯ୍ୟକୁ ପଛରେ ପକାଇ ଅନ୍ୟ ପାଇଁ କାର୍ଯ୍ୟ କରିପାରନ୍ତି । ସ୍ୱଳ୍ପ ଆୟ ହେବାର ସୂଚନା ମିଳୁଛି । ଅସୁସ୍ଥ ରହିବେ । ଯଶସ୍ୱି ହେବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ … Read More

ବୁଣାକାରଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟର ବୁଣାକାରମାନଙ୍କ ପାଇଁ ଏକ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ । ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ … Read More

ପଞ୍ଚାୟତ ନିର୍ବାଚନରେ ୨୭% ପ୍ରାର୍ଥୀ ଓବିସିରୁ ଦେବ ବିଜେଡି

ଭୁବନେଶ୍ବର, (ଓଡିଶା ଟାଇମ୍): ପଞ୍ଚାୟତ ନିର୍ବାଚନରେ ୨୭% ପ୍ରାର୍ଥୀ ଓବିସିରୁ ଦେବ ବିଜେଡି । ଓବିସି ସଂରକ୍ଷଣ ପ୍ରସଙ୍ଗରେ ବିଜେଡି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ କୃଷିମନ୍ତ୍ରୀ ଅରୁଣ ସାହୁ ଘୋଷଣା କରିଛନ୍ତି … Read More

୧୪ରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ

ଭୁବନେଶ୍ବର, (ଓଡିଶା ଟାଇମ୍): ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷାଫଳ । ଆସନ୍ତାକାଲି ଅର୍ଥାତ୍ ୧୪ ତାରିଖରେ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ପ୍ରକାଶ ପାଇବ । ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା … Read More

କୁଲଗାମ ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଜମ୍ମୁ, (ଓଡିଶା ଟାଇମ୍): ଜାମ୍ମୁ କାଶ୍ମୀରର କୁଲଗାମରେ ସୁରକ୍ଷାବାହିନୀକୁ ବଡ଼ ସଫଳତା । ସୁରକ୍ଷାବାହିନୀ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି । ସ୍ଥାନୀୟ ଅଞ୍ଚଳରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି । ଫଳରେ ଶ୍ରୀନଗର-ଜମ୍ମୁ … Read More

ଦେଶରେ ଚିହ୍ନଟ ହେଲେ ଆଉ ୪୦,୧୨୦ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦,୧୨୦ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିଭଳି ଦିନକ ମଧ୍ୟରେ ୪୨,୨୯୫ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ୩,୧୩,୦୨,୩୪୫ ଜଣ … Read More

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ୧୫ ପରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍): ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହା ଧୀରେ ଧୀରେ ଲଘୁଚାପରେ ପରିଣତ ହେବ । ପ୍ରଭାବରେ ୧୫ ତାରିଖ ପରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି । ଲଘୁଚାପ ଜନିତ ବର୍ଷା ହେଲେ ବହୁ … Read More

ବେଙ୍ଗାଲୁରୁରେ ଛୋଟପିଲା ସଂକ୍ରମିତ, ୧୦ ଦିନରେ ୪୯୯ ଆକ୍ରାନ୍ତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): କର୍ଣ୍ଣାଟକର ରାଜଧାନୀ ବେଙ୍ଗାଲୁରୁରେ ଅଧିକରୁ ଅଧିକ ଛୋଟ ପିଲା ଏବେକରୋନା ସଂକ୍ରମିତ ହୋଇଛନ୍ତି। ଏହା ଉଭୟ ରାଜ୍ୟ ଓ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପାଇଁ ଚିନ୍ତାର କାରଣ ହୋଇଛି। ଗତ ୧୦ ଦିନ ମଧ୍ୟରେ ଅର୍ଥାତ୍ ଚଳିତମାସ … Read More

ରାଜ୍ୟରେ କରୋନା ନେଲା ୬୦ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ୨୪ ଘଣ୍ଟା ମଧ୍ୟରେ ୧୧୯୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୯୭କୁ ବୃଦ୍ଧି ପାଇଛି … Read More

୨୪ ଘଣ୍ଟାରେ ବାହାରିଲେ ୧୧୯୩ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୧୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୨୩୭୫ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ … Read More