ତାଲିବାନ ଆତଙ୍କବାଦୀଙ୍କ ବର୍ବରତା, ଟାଇଟ୍ ପୋଷାକ ପିନ୍ଧିଥିଲେ ବୋଲି ମହିଳାଙ୍କୁ ହତ୍ୟା

କାବୁଲ, (ଓଡିଶା ଟାଇମ୍): ଆଫଗାନିସ୍ତାନରେ ତାଲିବାନଙ୍କ କବ୍‌ଜା ପରେ ମହିଳାଙ୍କ ସ୍ୱାଧୀନତା କ୍ଷୁର୍ଣ୍ଣ ହେବାରେ ଲାଗିଛି । ପୂର୍ବରୁ ଯେଉଁ ଆଶଙ୍କା ପ୍ରକାଶ ଥିଲା ତାହା ସତ ହେବାରେ ଲାଗିଛି । ମହିଳାଙ୍କ ଉପରେ ଜୁଲମ କରିବା ଆରମ୍ଭ କରିଦେଇଛି ତାଲିବାନ … Read More

କଟକରୁ ପୁଣି ଜବତ ହେଲା ୧ କୋଟି ଟଙ୍କାର ବ୍ରାଉନସୁଗାର

କଟକ, (ଓଡିଶା ଟାଇମ୍): କଟକରୁ ପୁଣି ଜବତ ହେଲା ୧ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗାର । ସ୍ପେଶାଲ ସ୍କ୍ବାଡ୍ ଓ ଲାଲବାଗ ଥାନା ପୋଲିସ ମିଳିତ ଅପରେସନରେ ଜବତ କରିଛି । ବ୍ରାଉନସୁଗାର କାରବାର ଅଭିଯୋଗରେ ୬ ଜଣଙ୍କୁ ଗିରଫ … Read More

ଗୁଜରାଟରେ ମର୍ମନ୍ତୁଦ ଦୁର୍ଘଟଣା ; ରାସ୍ତା କଡରେ ଶୋଇଥିବା ଲୋକଙ୍କ ଉପରେ ମାଡିଗଲା ଟ୍ରକ , ୮ ମୃତ

ଗୁଜୁରାଟ, (ଓଡିଶା ଟାଇମ୍): ଗୁଜରାଟର ଅମରେଲୀରେ ସୋମବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ରାସ୍ତା କଡରେ ଶୋଇଥିବା ପ୍ରାୟ ୧୦ ଜଣ ଶ୍ରମିକଙ୍କୁ ଉପରେ ମାଡି ଯାଇଛି । ଏହି ଦୁର୍ଘଟଣାରେ ପ୍ରାୟ … Read More

ଅପରାହ୍ନରେ ୟୁଏନ ସୁରକ୍ଷା ପରିଷଦ ବୈଠକରେ ଅଧ୍ୟକ୍ଷତା କରିବେ ମୋଦୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ସୋମବାର ଜାତିସଂଘ ସୁରକ୍ଷା ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଧ୍ୟକ୍ଷତା କରିବେ। ବୈଦେଶିକ ମନ୍ତ୍ରଣାଳୟର କହିବା ଅନୁଯାୟୀ ସୁରକ୍ଷା ପରିଷଦର ‘ସାମୁଦ୍ରିକ ସୁରକ୍ଷା ବୃଦ୍ଧି’ ସମ୍ପର୍କିତ ବୈଠକରେ ପ୍ରଧାନମନ୍ତ୍ରୀ ଅଧ୍ୟକ୍ଷତା କରିବେ। ଅପରାହ୍ଣ ୫ଟା ୩୦ରେ … Read More

ଆଜି ପିଏମ୍‌ କିଷାନ କିସ୍ତି

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି (ପିଏମ୍‌-କିଷାନ) ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ସୋମବାର କୃଷକଙ୍କ ବ୍ୟାଙ୍କ ଖାତାରେ ଜମା ହେବ। ପ୍ରତ୍ୟେକ କୃଷକଙ୍କ ବ୍ୟାଙ୍କ ଖାତାରେ ୨୦୦୦ ଟଙ୍କା ଲେଖାଏଁ ଜମା ହେବ। ଦେଶର ୯.୭୫ କୋଟିରୁ … Read More

୨୪ ଘଣ୍ଟାରେ ବାହାରିଲେ ୩୫ ହଜାରରୁ ଅଧିକ ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ  ଦୈନିକ ଆକ୍ରନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ … Read More

ଭିଜିଲାନ୍ସ ଜାଲରେ ପ୍ୟାକ୍ସ ସେକ୍ରେଟାରୀ

ବରଗଡ଼, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ପ୍ୟାକ୍ସ ଆସିଷ୍ଟାଣ୍ଟ ସେକ୍ରାଟାରୀ । ବରଗଡ଼ ଗାଈସିଲେଟ ବ୍ଲକ ପ୍ୟାକ୍ସ ଆସିଷ୍ଟାଣ୍ଟ ସେକ୍ରାଟାରୀ ଘନଶ୍ୟାମ ସାହୁ । ଏକକାଳୀନ ଅଫିସ ଓ ବାସଭବନରେ ଚାଲିଛି ଚଢାଉ । ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି … Read More

ଆଜିଠୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ

ଭୁବନେଶ୍ବର, (ଓଡିଶା ଟାଇମ୍): କରୋନା ଦ୍ବିତୀୟ ଲହର ଆସିବା ଯୋଗୁଁ ବୈଷୟିକ ଶିକ୍ଷାନୁଷ୍ଠାନଗୁଡିକ ବନ୍ଦ ରହିଥିଲା। ଦୀର୍ଘ ୫ ମାସରେ ପରେ ପୁଣି ଆଜି (ସୋମବାର) ଠାରୁ ରାଜ୍ୟର ସମସ୍ତ ବୈଷୟିକ ବିଶ୍ବବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ଖୋଲିବ। ପୂର୍ବପରି ଛାତ୍ରଛାତ୍ରୀଙ୍କୁ ଶ୍ରେଣୀଗୃହରେ … Read More

ରାଜ୍ୟରେ କରୋନା ନେଲା ୬୬ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୮୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା … Read More

୨୪ ଘଣ୍ଟାରେ ବାହାରିଲେ ୮୮୬ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୮୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୭୯୫୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ … Read More