ଆଜିଠୁ ତିନିଦିନ ବର୍ଷା, ୧୩ ଜିଲାକୁ ସତର୍କ ସୂଚନା
ଭୁବନେଶ୍ବର, (ଓଡିଶା ଟାଇମ୍): ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ସମୁଦ୍ର ପତ୍ତନଠାରୁ ୧.୫ ରୁ ୫.୮ ଉଚ୍ଚତାରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ତିନିଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା … Read More











