ଆଜିଠାରୁ ଖୋଲିଲା ନନ୍ଦନକାନନ
ଭୁବନେଶ୍ବର, (ଓଡିଶା ଟାଇମ୍): ମଙ୍ଗଳବାରଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ବଟାନିକାଲ ଗାର୍ଡେନ୍ । ଦୀର୍ଘ ୩ ମାସ ପରେ ଚିଡିଆଖାନା ବୁଲିବେ ପର୍ଯ୍ୟଟକ। ତେବେ କୋରାନା କଟକଣା ମଧ୍ୟରେ ପର୍ଯ୍ୟଟକକୁ ସୀମିତ ସଂଖ୍ୟାରେ ପ୍ରବେଶ କରିବାକୁ … Read More











